ତୃତୀୟ ବିଶ୍ୱଯୁଦ୍ଧର ପଦଧ୍ୱନୀ, ନୂଆବର୍ଷରେ କ୍ଷେପଣାସ୍ତ୍ର ପରୀକ୍ଷା କଲେ କିମ୍‌…

ପ୍ୟୋଙ୍ଗୟାଙ୍ଗ,୧।୧ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ତାଙ୍କ ଦେଶର ଆଣବିକ ଅସ୍ତ୍ରଶସ୍ତ୍ରର ସମ୍ପ୍ରସାରଣ ଏବଂ ଏକ ନୂତନ ତଥା ଅଧିକ ଶକ୍ତିଶାଳୀ ଆନ୍ତଃମହାଦେଶୀୟ ବାଲାଷ୍ଟିକ କ୍ଷେପଣାସ୍ତ୍ରର ବିକାଶ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତର କୋରିଆ ୨୦୨୩ ବର୍ଷ ରବିବାର ସକାଳେ ଆଉ ଏକ କ୍ଷେପଣାସ୍ତ୍ର ପରୀକ୍ଷା ସହିତ ଆରମ୍ଭ କରଛି। ସରକାରୀ କୋରିଆ ସେଣ୍ଟ୍ରାଲ ନ୍ୟୁଜ ଏଜେନ୍ସି (କେସିଏନଏ) ଅନୁଯାୟୀ କିମ କହିଛନ୍ତି ଯେ ଆଣବିକ ଅସ୍ତ୍ରଶସ୍ତ୍ର ଉତ୍ପାଦନ କରିବାର ଆବଶ୍ୟକତା ରହିଛି।

ସେ ଦେଶର ଆଣବିକ ଅସ୍ତ୍ରଶସ୍ତ୍ରରେ ଦ୍ରୁତ ବୃଦ୍ଧି କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। କେସିଏନଏ କହିଛି ଯେ ଦ୍ରୁତ ପ୍ରତିଶୋଧ ପରମାଣୁ ଆକ୍ରମଣକୁ ଲକ୍ଷ୍ୟ କରି କିମ୍‌ ଅନ୍ୟ ଏକ ଆନ୍ତଃମହାଦେଶୀୟ ବାଲାଷ୍ଟିକ କ୍ଷେପଣାସ୍ତ୍ର ବ୍ୟବସ୍ଥାର ବିକାଶ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଦକ୍ଷିଣ କୋରିଆର ସୈନ୍ୟବାହିନୀ କହିଛନ୍ତି ଯେ ଉତ୍ତର କୋରିଆ ରବିବାର ସକାଳେ କେନ୍ଦ୍ରୀୟ ଅଞ୍ଚଳରେ କ୍ଷେପଣାସ୍ତ୍ର ପରୀକ୍ଷା କରିଛି।

ଜଏଣ୍ଟ ଚିଫ୍‌ ଅଫ ଷ୍ଟାଫ୍‌ ଏକ ବିବୃତ୍ତିରେ କହିଛନ୍ତି ଯେ ଏହି କ୍ଷେପଣାସ୍ତ୍ର ପ୍ରାୟ ୪୦୦ କିଲୋମିଟର ଦୂର ଯାତ୍ରା କରିଥିଲା ଏବଂ ପରେ କୋରିଆ ଉପଦ୍ୱୀପ ଏବଂ ଜାପାନ ମଧ୍ୟରେ ପାଣିରେ ପଡ଼ିଯାଇଥିଲା। ଏହା କୋରିଆ ଉପଦ୍ୱୀପର ଶାନ୍ତି ଏବଂ ନିରାପତ୍ତାକୁ କ୍ଷତି ପହଞ୍ଚାଇପାରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri