ଆମେରିକା-ଇରାନର ଶାନ୍ତି ଚୁକ୍ତିକୁ ବିଶ୍ୱର ସ୍ବାଗତ

ଓ୍ବାଶିଂଟନ,୧୫ା୬: ଇରାନ-ଆମେରିକା ଶାନ୍ତି ଚୁକ୍ତି ପାଇଁ ରାଜି ହୋଇଥିବାରୁ ସାରା ବିଶ୍ୱ ଏହାକୁ ସ୍ବାଗତ କରିଛି। କତାର, ତୁର୍କି, ବ୍ରିଟେନ, ଜର୍ମାନୀ ଓ ଫ୍ରାନ୍ସ ଆଦି ଦେଶ ସ୍ବାଗତ କରିଛନ୍ତି। ଆଞ୍ଚଳିକ ଓ ଅନ୍ତର୍ଜାତୀୟ ସ୍ତରରେ ଶାନ୍ତି ଓ ଆର୍ଥିକ ଅଭିବୃଦ୍ଧି ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି କତାର କହିଛି। ଉଭୟ ଦେଶକୁ ଆବଶ୍ୟକ ସହାୟତା ଯୋଗାଇବାକୁ ବ୍ରିଟେନ ଓ ଫ୍ରାନ୍ସ ପ୍ରସ୍ତୁତ ଥିବା ପ୍ରତିଶ୍ରୁତି ଦେଇଛନ୍ତି। ଏହାକୁ ବଡ଼ କୂଟନୈତିକ ବିଜୟ ବୋଲି କହିଛନ୍ତି ଜର୍ମାନୀ ଚାନ୍ସେଲର।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri