Posted inଫୁରସତ

ବିଶ୍ୱର ୪ର୍ଥ ଧନୀ ଅଭିନେତା ଶାହରୁଖ

ଓ୍ବାଶିଂଟନ୍‌: ବଲିଉଡ୍‌ର ଲୋକପ୍ରିୟ କଳାକାର ଶାହରୁଖ ଖାନ୍‌ଙ୍କର ୪ବର୍ଷ ହେବ କୌଣସି ଫିଲ୍ମ ରିଲିଜ୍‌ ହୋଇ ନ ଥିବାବେଳେ କିନ୍ତୁ ତାଙ୍କ ଷ୍ଟାର୍‌ଡମ୍‌ ଉପରେ ଏହାର କୌଣସି ପ୍ରଭାବ ପଡ଼ିନାହିଁ। ହଲିଉଡ୍‌ ଷ୍ଟାର ଟମ୍‌ କ୍ରୁସ୍‌, ଜର୍ଜ କ୍ଲୁନି, ଜ୍ୟାକି ଚାନ ରବର୍ଟ ଡେ ନିରୋଙ୍କୁ ପଛରେ ପକାଇ ଶାହାରୁଖ ବିଶ୍ୱର ସବୁଠୁ ଧନୀ ସେଲିବ୍ରିଟି ତାଲିକାର ଚତୁର୍ଥ ନମ୍ବର ସ୍ଥାନ ଅଧିକାର କରିଛନ୍ତି। ଶାହରୁଖ ବର୍ତ୍ତମାନ ୭୭୦ ନିୟୁତ ଡଲାରର ମାଲିକ। ଓ୍ବାଲର୍‌ଡ ଅଫ୍‌ ଷ୍ଟାଟିଷ୍ଟିକ୍‌ ପକ୍ଷରୁ ଏହି ସୂଚୀ ଜାରି କରାଯାଇଛି। ପ୍ରକାଶ ପାଇଥିବା ଲିଷ୍ଟର ପ୍ରଥମରେ ଅଛନ୍ତି ୧ ବିଲିୟନ୍‌ ଡଲାର ସମ୍ପତ୍ତିର ମାଲିକ ଜେରୀ ସେନଫିଲ୍ଡ। ଟାଇଲନ୍‌ ପେରି ଦ୍ୱିତୀୟ ସ୍ଥାନରେ ଥିବାବେଳେ ଡ୍ବାୟନି ଜୋନସନ୍‌ ତୃତୀୟ ସ୍ଥାନରେ ରହିଛନ୍ତି।
ଜାନୁୟାରୀ ୨୫ ରେ ରିଲିଜ୍‌ ହେବ ଶାହରୁଖ ଖାନ୍‌ଙ୍କ ଅପ୍‌କମିଂ ଫିଲ୍ମ ପଠାନ୍‌। ତେବେ ରିଲିଜ୍‌ ପୂର୍ବରୁ ଫିଲ୍ମକୁ ନେଇ ଅନେକ ବିବାଦ ମୁଣ୍ଡ ଟେକିଛି। ଏଥିରେ ଶାହରୁଖଙ୍କ ସହ ଦୀପିକା ପାଦୁକୋନ୍‌ ସ୍କ୍ରିନ୍‌ ଶେୟାର କରିଛନ୍ତି। ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ସିଦ୍ଧାର୍ଥ ଆନନ୍ଦ।


Enter your email to get our daily news in your inbox.

All Right Reserved By Dharitri.Com

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri