ସଫଳତାରସହ ଉଡିଲା ବିଶ୍ୱର ପ୍ରଥମ ବିଜୁଳି ଚାଳିତ ବିମାନ

ୱାଶିଂଟନ,୩୦ ।୯: ସମ୍ପୂର୍ଣ୍ଣ ଭାବେ ବିଜୁଳିରେ ଚାଲୁଥିବା ବିଶ୍ୱର ପ୍ରଥମ ବିମାନ ଏଲିସ ତା’ର ପ୍ରଥମ ଉଡାର ସଫଳତାର ସହ ପୂର୍ଣ୍ଣ କରିଛି । ଗ୍ରାଣ୍ଡ କାଉଂଟି ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଗୁରୁବାର ସକାଳ ୭ଟା ୧୦ରେ ବିମାନଟି ଉଡାଣ ଆରମ୍ଭ କରିଥିଲା । ଏହା ୩୫୦୦ ଫୁଟ ଉପରେ ୮ ମିନିଟ ପର୍ଯ୍ୟନ୍ତ ଉଡିଥିଲା ।
ସୂଚନାଯୋଗ୍ୟ, ଏହି ବିମାନକୁ ଆଭିଏଶନ ଏୟାରକ୍ରାପ୍ଟ ତିଆରି କରିଛି । ଏହି ସ୍ୱତନ୍ତ୍ର ବିମାନଟି ସେହି ବିମାନବନ୍ଦରରୁ ଚଳାଯାଇପାରିବ ଯାହା ଶବ୍ଦ ଏବଂ ସୀମିତ କାର୍ଯ୍ୟ ସମୟ ଯୋଗୁ ବାଣିଜ୍ୟିକ ବିମାନ ପାଇଁ ବ୍ୟବହୃତ ହେଉନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri