Posted inଫୁରସତ

ବିଶ୍ୱର ସବୁଠୁ ଉତ୍ତପ୍ତ ସ୍ଥାନ: ତାପମାତ୍ରା ଜାଣିଲେ ଉଡିଯିବ ହୋଶ୍‌

ଭାରତର ସବୁଠାରୁ ଗରମ ମାସ ହେଉଛି ମେ’ ଏବଂ ଜୁନ। ଦେଶର ଅନେକ ସ୍ଥାନରେ ପ୍ରବଳ ଗରମ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିନ୍ତୁ ବିଶ୍ୱରେ ଏମିତି ଏକ ସ୍ଥାନ ଅଛି, ଯେର୍ଉଠି ତାପମାତ୍ରା ୭୦ ଡିଗ୍ରୀରେ ସେଲସିୟସରେ ପହଞ୍ଚିଯାଏ। ଦୁନିଆର ସବୁଠାରୁ ଉତ୍ତପ୍ତ ସ୍ଥାନ ବିଷୟରେ କଥା ଆସିଲେ ଇରାନର ନାମ ପ୍ରଥମେ ଆସେ। ଇରାନର ବନ୍ଦର-ଏ-ମହଶାହର ସହର ହେଉଛି ପୃଥିବୀର ସବୁଠାରୁ ଉତ୍ତପ୍ତ ସ୍ଥାନ। ଜୁଲାଇ ୨୦୧୫ରେ ଏହି ସ୍ଥାନର ସର୍ବାଧିକ ତାପମାତ୍ରା ୭୪ ଡିଗ୍ରୀ ସେଲସିୟସରେ ରେକର୍ଡ କରାଯାଇଥିଲା ।
ଆଫ୍ରିକାର ସାହାରା ମରୁଭୂମିର ନାମ ମଧ୍ୟ ଦୁନିଆର ସବୁଠାରୁ ଉତ୍ତପ୍ତ ସ୍ଥାନ ତାଲିକାରେ ସମାଲ ଅଛି। ସାହାରା ମରୁଭୂମିରେ ହାରାହାରି ତାପମାତ୍ରା ୩୨ ରୁ ୪୨ ଡିଗ୍ରୀ ସେଲସିୟସ। କେବଳ ଏତିକି ନୁହେଁ, ବର୍ଷସାରା ୧୦୦ ମିମିରୁ କମ ବର୍ଷା ହୋଇଥାଏ।
ସୁଦାନର ୱାଡି ହାଲଫା ସହରରେ କୌଣସି ବର୍ଷା ହୁଏ ନାହିଁ, ଏଠାରେ ହାରାହାରି ତାପମାତ୍ରା ସର୍ବଦା ୪୧ ଡିଗ୍ରୀ ସେଲସିୟସ। ୧୯୬୭ରେ ଏଠାରେ ସର୍ବାଧିକ ତାପମାତ୍ରା ୫୩ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା।
ଏହା ବ୍ୟତୀତ କାଲିଫର୍ନିଆରେ ଅବସ୍ଥିତ ଡେଟ ଭ୍ୟାଲି ମଧ୍ୟ ଦୁନିଆର ସବୁଠାରୁ ଉତ୍ତପ୍ତ ସ୍ଥାନ ଭାବରେ ପରିଗଣିତ ହୁଏ। ୧୯୧୩ରେ ଏଠାରେ ସର୍ବାଧିକ ତାପମାତ୍ରା ୫୬.୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା।
ଜଣେ ସାଧାରଣ ଲୋକ ଏହି ସ୍ଥାନରେ ରହିବା ଅତ୍ୟନ୍ତ କଷ୍ଟକର। କାହାକୁ ଅସୁସ୍ଥ କରିବା ପାଇଁ ଏଠାରେ ଉତ୍ତାପ ଯଥେଷ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri