ଅଧିକାର ପାଇଁ ପାଳନ ହେଉଛି ବିଶ୍ୱ ଆଦିବାସୀ ଦିବସ

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ରାଜୀବଗାନ୍ଧୀ ଭବନଠାରେ ଜୋରାଡବରା ପଞ୍ଚାୟତ କନ୍ଧ ସମାଜ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ଶନିବାର ପାଳିତ ହୋଇଯାଇଛି। ଶତାଧିକ କର୍ମକର୍ତ୍ତା ଏକ ଶୋଭାଯାତ୍ରାରେ ବାହାରି ଜୋରାଡବରା ଧରଣୀ ପୀଠରେ ପୂଜାର୍ଚ୍ଚନା କରିବା ପରେ ଏକ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତ କନ୍ଧ ସମାଜ ସଭାପତି ସମରେନ୍ଦ୍ର ସିଂ ମାଝୀ ସଭାପତିତ୍ୱ କରିଥିବା ବେଳେ ସମ୍ପାଦକ ନନ୍ଦି କିଶୋର ମାଝୀ, ଶିବ ଜାନୀ (ବଲାଙ୍ଗୀର),ଶୋଭକର ଜାନୀ, କାଲିଆ ମାଝୀ, ଯୁବ ସଙ୍ଗଠକ ଡମ୍ବରୁ ଧର ମାଝୀ, ତରୁଣ ଜାନୀଙ୍କ ସମେତ ଅନ୍ୟାନ୍ୟ ଗ୍ରାମ କମିଟିର କର୍ମକର୍ତ୍ତା ଯୋଗ ଦେଇ ଆଦିବାସୀ ଦିବସ ପାଳନର ଲକ୍ଷ୍ୟ ଉଦେଶ୍ୟ ତଥା ଆଦିବାସୀଙ୍କ ହକ୍‌ ଓ ଅଧିକାର ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IDFର ଦାବି, ଅଲି ଖାମେନେଇଙ୍କ ବିମାନ ଧ୍ବସଂ କଲା ଇସ୍ରାଏଲ

ନୂଆଦିଲ୍ଲୀ,୧୬।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ସୋମବାର ସକାଳେ ଇସ୍ରାଏଲ ତେହେରାନର ମେହରାବାଦ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲା । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF)…

IPL ୨୦୨୬ ଅଧିନାୟକ ତାଲିକା: ୨୪ ବର୍ଷୀୟ ଖେଳାଳିଙ୍କୁ ଅଧିନାୟକତ୍ୱ ଦେଲା ଏହି ଦଳ

ନୂଆଦିଲ୍ଲୀ,୧୬।୩: IPL ୨୦୨୬ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିଜିନ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ମ୍ୟାଚ ସହିତ…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri