ସାଉଦିରେ ନିର୍ମାଣ ହେବ ବିଶ୍ୱର ବୃହତ୍ତମ କୋଠା

ରିୟାଧ୍‌, ୨ା୬: ସାଉଦି ଆରବ ବିଶ୍ୱର ବୃହତ୍ତମ କୋଠା ନିର୍ମାଣ ପାଇଁ ଯୋଜନା କରିଛି। ଏହାର ନାମ ‘ନିଓମ’ ରଖାଯିବ। କମ୍‌ ଜନବହୁଳ ଅଞ୍ଚଳରେ ବିଲ୍ଡିଂ ନିର୍ମାଣ ହେବ। ଏଥିପାଇଁ ୫୦୦ ବିଲିୟନ ଡଲାର ଖର୍ଚ୍ଚ କରାଯିବ ବୋଲି ଜଣାପଡ଼ିଛି। ଏହାର ଉଚ୍ଚତା ୧୬୪୦ ଫୁଟ୍‌ ହେବ। ଏଥିରେ ବସବାସ ପାଇଁ ଫ୍ଲାଟ ସହ ଦୋକାନ ଓ ଅଫିସ ଘର ମଧ୍ୟ ରହିବ। ଅଣ୍ଡରଗ୍ରାଉଣ୍ଡ ହାଇପର-ସ୍ପିଡ୍‌ ରେଳ ସମ୍ପର୍କିତ ଏକାଧିକ ବିକାଶମୂଳକ କାର୍ଯ୍ୟ ନେଇ ଗତବର୍ଷ ଘୋଷଣା କରାଯାଇଥିଲା।

ଏବେ ପୂର୍ବ ଘୋଷଣାରେ ସାମାନ୍ୟ ପରିବର୍ତ୍ତନ କରାଯାଇଥିବା କୁହାଯାଇଛି। ୨୦୧୭ରେ ପ୍ରଥମେ ‘ନିଓମ’ ନିର୍ମାଣ ନେଇ ଘୋଷଣା କରାଯାଇଥିଲା। ଗ୍ରାମାଞ୍ଚଳଗୁଡ଼ିକରେ ବିକାଶ କରାଯାଇ ତାହାକୁ ହାଇଟେକ୍‌ ଶ୍ରେଣୀ ଅନ୍ତର୍ଭୂକ୍ତ ନିମନ୍ତେ ସାଉଦି ପ୍ରିନ୍ସ ମହମ୍ମଦଙ୍କ ଯୋଜନା ରହିଛି। ଏଥିସହ ଏହାଦ୍ୱାରା ବିଦେଶୀ ନିବେଶ ବଢ଼ାଇବା ପାଇଁ ମଧ୍ୟ ସାଉଦି ଆରବ ଲକ୍ଷ୍ୟ ରଖିଛି। ଏହି ମଧ୍ୟପ୍ରାଚ୍ୟ ଦେଶରେ ବିଶ୍ୱର ସବୁଠାରୁ ଦୀର୍ଘତମ ବିଲ୍ଡିଂ ବୁର୍ଜ ଖଲିଫା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri