Posted inଫୁରସତ

ବିଶ୍ୱର ସବୁଠୁ ବଡ଼ ଗୁମ୍ଫା: ଯେଉଁଠି ତିଆରି କରି ହେବ ୪୦ ମହଲା କୋଠା

ଆପଣ ଅନେକ ଗୁମ୍ଫା ଦେଖିଥିବେ ମାତ୍ର ବିଶ୍ୱର ସବୁଠୁ ବଡ଼ ଗୁମ୍ଫା କେଉଁଟା ଏବଂ କେଉଁଠି ଅଛି ଜାଣନ୍ତି କି? ଆଜ୍ଞା ହଁ ଏପରି ଗୁମ୍ଫା ଭିଏତନାମାର ଏକ ଜଙ୍ଗଲ ମଧ୍ୟରେ ଅଛି। ଏହି ଗୁମ୍ଫା ଏତେ ବଡ଼ ଯେ, ଏଠାରେ ୪୦ ମହଲା ବିଶିଷ୍ଟ ଗଗନଶ୍ଚୁମ୍ବୀ କୋଠା ତିଆରି ହୋଇପାରିବ। ଭିଏତନାମାର ମଧ୍ୟଭାଗରେ ସୋନ ଡୋଙ୍ଗ ଗୁମ୍ଫା ହେଉଛି ବିଶ୍ୱର ସବୁଠୁ ବଡ଼ ଗୁମ୍ଫା। ୮ ବର୍ଷ ପୂର୍ବରୁ ଏହି ଗୁମ୍ଫା ଖୋଜା ଯାଇଥିଲା। ଏବେ ଏହା ଲୋକଙ୍କ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି।

ଏହି ଗୁମ୍ଫାର ଲମ୍ବ ୯ କିଲୋମିଟର। ଏଥିରେ ପ୍ରାୟ ୧୫୦ଟି ଛୋଟବଡ଼ ଗୁମ୍ଫା ରହିଛି। ଘଞ୍ଚ ଜଙ୍ଗଲ ଏବଂ ନଦୀ ନିକଟରେ ଏହି ଗୁମ୍ଫା ରହିଛି। ଯାହା ଏହାର ସୌନ୍ଦର୍ଯ୍ୟକୁ ଆହୁରି ବଢ଼ାଇ ଦେଇଛି। ୨୦୧୩ରେ ଖୁବ୍‌ କମ୍‌ ସଂଖ୍ୟକଙ୍କ ପର୍ଯ୍ୟଟକଙ୍କ ପାଇଁ ଏହା ଖୋଲା ଯାଇଥିଲା। ମାତ୍ର ଏହା ପରଠାରୁ ଏଠାକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

କାର୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…

ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍‌ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ...

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..

ନୂଆଦିଲ୍ଲୀ, ୨୦।୧୨:  ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri