Posted inଫୁରସତ

ବିଶ୍ୱର ସବୁଠୁ ବଡ଼ ଗୁମ୍ଫା: ଯେଉଁଠି ତିଆରି କରି ହେବ ୪୦ ମହଲା କୋଠା

ଆପଣ ଅନେକ ଗୁମ୍ଫା ଦେଖିଥିବେ ମାତ୍ର ବିଶ୍ୱର ସବୁଠୁ ବଡ଼ ଗୁମ୍ଫା କେଉଁଟା ଏବଂ କେଉଁଠି ଅଛି ଜାଣନ୍ତି କି? ଆଜ୍ଞା ହଁ ଏପରି ଗୁମ୍ଫା ଭିଏତନାମାର ଏକ ଜଙ୍ଗଲ ମଧ୍ୟରେ ଅଛି। ଏହି ଗୁମ୍ଫା ଏତେ ବଡ଼ ଯେ, ଏଠାରେ ୪୦ ମହଲା ବିଶିଷ୍ଟ ଗଗନଶ୍ଚୁମ୍ବୀ କୋଠା ତିଆରି ହୋଇପାରିବ। ଭିଏତନାମାର ମଧ୍ୟଭାଗରେ ସୋନ ଡୋଙ୍ଗ ଗୁମ୍ଫା ହେଉଛି ବିଶ୍ୱର ସବୁଠୁ ବଡ଼ ଗୁମ୍ଫା। ୮ ବର୍ଷ ପୂର୍ବରୁ ଏହି ଗୁମ୍ଫା ଖୋଜା ଯାଇଥିଲା। ଏବେ ଏହା ଲୋକଙ୍କ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି।

ଏହି ଗୁମ୍ଫାର ଲମ୍ବ ୯ କିଲୋମିଟର। ଏଥିରେ ପ୍ରାୟ ୧୫୦ଟି ଛୋଟବଡ଼ ଗୁମ୍ଫା ରହିଛି। ଘଞ୍ଚ ଜଙ୍ଗଲ ଏବଂ ନଦୀ ନିକଟରେ ଏହି ଗୁମ୍ଫା ରହିଛି। ଯାହା ଏହାର ସୌନ୍ଦର୍ଯ୍ୟକୁ ଆହୁରି ବଢ଼ାଇ ଦେଇଛି। ୨୦୧୩ରେ ଖୁବ୍‌ କମ୍‌ ସଂଖ୍ୟକଙ୍କ ପର୍ଯ୍ୟଟକଙ୍କ ପାଇଁ ଏହା ଖୋଲା ଯାଇଥିଲା। ମାତ୍ର ଏହା ପରଠାରୁ ଏଠାକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri