Posted inଖେଳ

ବିଶ୍ୱର ସର୍ବବୃହତ୍‌ ଜର୍ସି ଉନ୍ମୋଚିତ

ଅହମଦାବାଦ,୨୯।୫: ନରେନ୍ଦ୍ର ମାଦି ଷ୍ଟାଡିୟମରେ ରବିବାର ଆୟୋଜିତ ଆଇପିଏଲ ୨୦୨୨ ସଂସ୍କରଣର ଉଦ୍‌ଯାପନୀ ଉତ୍ସବରେ ସର୍ବବୃହତ୍‌ କ୍ରିକେଟ ଜର୍ସି ଉନ୍ମୋଚିତ ହୋଇଛି। ଏହାକୁ ଭାରତୀୟ ଦଳର ପୂର୍ବତନ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ଉନ୍ମୋଚନ କରିଥିଲେ। ଦର୍ଶକରେ ପରିପୂର୍ଣ୍ଣ ଷ୍ଟାଡିୟମରେ ଆୟୋଜିତ ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ବଲିଉଡ୍‌ ଷ୍ଟାର ରଣବୀର ସିଂ, ଓସ୍କାର ବିଜେତା ଗୀତିକାର ଏଆର୍‌ ରେହମାନ ମନୋରଞ୍ଜନ କରିଥିଲେ।

”ଆସନ୍ତୁ, ମୁଁ ଆପଣଙ୍କୁ କିଛି ଚମତ୍କାର ଦୃଶ୍ୟ ଦେଖାଇବି। ମୁଁ ନିଶ୍ଚିତ ଯେ ମୋ ପଛପଟେ ଥିବା ବିରାଟ ଜର୍ସିକୁ ତୁମେ ଦେଖିଛ। ତୁମେମାନେ ଆଇପିଏଲ ଇତିହାସର ଏକ ସ୍ବର୍ଣ୍ଣିମ ମୁହୂର୍ତ୍ତର ପ୍ରତ୍ୟକ୍ଷଦର୍ଶୀ। ଆଇପିଏଲ ଏହାର ୧୫ତମ ବର୍ଷରେ ବିଶ୍ୱର ସର୍ବବୃହତ୍‌ ଜର୍ସି ନିର୍ମାଣ କରି ଏକ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ ହାସଲ କରିଛି। ଏହି ବିରାଟ ଜର୍ସିର ଲମ୍ବ ୬୬ ମିଟର ହୋଇଥିବା ବେଳେ ଚଉଡ଼ା ୪୨ ମିଟର“ ବୋଲି ଶାସ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri