ଲକ୍‌ଡାଉନ୍‌ରେ ଫସିଛି ବିଶ୍ୱର ସବୁଠୁ ବଡ଼ ଆଇଫୋନ୍‌ ଫ୍ୟାକ୍ଟ୍ରି

ବେଜିଂ,୪ା୧୧: ଚାଇନାରେ କରୋନା ସଂକ୍ରମଣକୁ ନେଇ ସରକାର ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ପୁଣି ଆତଙ୍କ ଖେଳିଯାଇଛି। କରୋନା ସଂକ୍ରମଣ ମାମଲା ସାମ୍ନାକୁ ଆସିବା ପରେ ଅନେକ ସହରରେ ଲକ୍‌ଡାଉନ୍‌ ଲାଗୁ କରାଯାଇଛି। ଲକ୍ଷ ଲକ୍ଷ ଲୋକ ନିଜ ଘରେ ରହିବାକୁ ବାଧ୍ୟ ହେଉଛନ୍ତି। ସେହିଭଳି ଭୟଙ୍କର ସ୍ମୃତି ବାଣ୍ଟି ଝାଙ୍ଗ୍‌ ୟାଓ କହିଛନ୍ତି, ଚାଇନାର ସବୁଠୁ ବଡ଼ ଆଇଫୋନ କାରଖାନା କରୋନା ଲକ୍‌ଡାଉନ୍‌ରେ ଫସି ରହିଥିବା ହଜାର ହଜାର କର୍ମଚାରୀ ବହୁତ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।

ସେ କହିଛନ୍ତି, ଏହା ଅକ୍ଟୋବରରେ ଆରମ୍ଭ ଥିଲା, ଯେତେବେଳେ ତାଙ୍କ ସୁପରଭାଇଜର ହଠାତ୍‌ ତାଙ୍କୁ ଚେତାବନୀ ଦେଇଥିଲେ ଯେ, ତାଙ୍କର ୩୦୦୦ ସହକର୍ମୀଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। କାରଣ କାରଖାନାରେ କିଛି ଲୋକ କରୋନା ପଜିଟିଭ୍‌ ଥିବା ଜଣାପଡ଼ିଛି। ସେ ଆମକୁ କହିଥିଲେ ମାସ୍କ କାଢ଼ିବ ନାହିଁ। ଯଦି କେହି ଏହା କରିବ ତେବେ ତୁମମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ସମୟରେ ଖାଦ୍ୟର ଅଭାବ ମଧ୍ୟ ଦେଖାଦେଇଥିଲା ଏବଂ ସବୁବେଳେ ସଂକ୍ରମଣର ଭୟ ରହିଥିଲା। ଶେଷରେ ସେ ମଙ୍ଗଳବାର ଫ୍ୟାକ୍ଟ୍ରି ଛାଡ଼ି ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?