Posted inଫୁରସତ

ବିଶ୍ୱର ସବୁଠୁ ମହଙ୍ଗା ଔଷଧ: ଦାମ୍‌ ରହିଛି

କୌଣସି ରୋଗର ଚିକିତ୍ସା ଔଷଧ ଦ୍ୱାରା କରାଯାଏ। ଅନେକ ଥର ଔଷଧ ଏତେ ମହଙ୍ଗା ହୋଇଥାଏ ଯେ ସାଧାରଣ ବ୍ୟକ୍ତିଟିଏ କିଣିବା ସହଜ ହୋଇ ନ ଥାଏ। ଦୁର୍ଲଭ ରୋଗ ହେଲେ ଏହାର ଚିକିତ୍ସା ମହଙ୍ଗା ହୋଇଥାଏ। ଏମିତି ଏକ ଦୁର୍ଲଭ ରୋଗ ପାଇଁ ପ୍ରସ୍ତୁତ ହୋଇଛି ବିଶ୍ୱର ସବୁଠୁ ମହଙ୍ଗା ଔଷଧ। ଏହି ଔଷଧର ନାମ ଜୋଲଜେନସ୍ମା। ଏହାର ଗୋଟିଏ ଡୋଜ୍‌ର ମୂଲ୍ୟ ୧,୭୯ ମିଲିୟନ୍‌ ଅର୍ଥାତ୍‌ ୧୮.୨୦ କୋଟି ଟଙ୍କା। ବୈଜ୍ଞାନିକମାନେ ଦାବି କରିଛନ୍ତି ଯେ, ଏହି ଔଷଧର ଗୋଟିଏ ଡୋଜ୍‌ ରୋଗ ଭଲ କରିଦିଏ। ସ୍ପାଇନାଲ୍‌ ମସ୍କ୍ୟୁଲାର୍‌ ଆଟ୍ରୋଫି ନାମକ ଏକ ରୋଗ ପାଇଁ ଏହି ଓଷଧ ପ୍ରସ୍ତୁତ କରାଯାଇଛି। ଇଂଲଣ୍ଡର ନ୍ୟାଶନାଲ ହେଲ୍‌ଥ ସର୍ଭିସ୍‌ ଜୋଲଜେନସ୍ମା ଔଷଧର ବ୍ୟବହାର ପାଇଁ ସ୍ବୀକୃତି ଦେଇଛି। ଏହାପୂର୍ବରୁ ଆମେରିକା ଏହି ଔଷଧକୁ ସ୍ବୀକୃତି ଦେଇଥିଲା। ଇଂଲଣ୍ଡରେ ପ୍ରତିବର୍ଷ ୮୦ ପିଲା ଜୋଲଜେନସ୍ମା ରୋଗରେ ପୀଡିତ ହୋଇଥାନ୍ତି। ଜୋଲଜେନସ୍ମାର ଗୋଟିଏ ଡୋଜ୍‌ ଶରୀରର ନିଖୋଜ ଜିନ୍‌କୁ ରିଷ୍ଟୋର କରି ପିଲାଙ୍କ ନର୍ଭସ ସିଷ୍ଟମକୁ ଠିକ୍‌ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନ୍‌ ଶିକ୍ଷାଦାନକୁ ନେଇ ଶିକ୍ଷୟିତ୍ରୀଙ୍କ ଅଭିନବ ପ୍ରୟାସ, ଲୋକେ କରୁଛନ୍ତି ପ୍ରଶଂସା

କରୋନା ମହାମାରୀ ଯୋଗୁ ବିଦ୍ୟାଳୟଗୁଡ଼ିକ ବର୍ତ୍ତମାନ ବନ୍ଦ ରହିଛି। ତେଣୁ ଶିକ୍ଷୟିତ୍ରୀ/ଶିକ୍ଷକମାନେ ପିଲାମାନଙ୍କୁ ଅନ୍‌ଲାଇନ୍‌ ଶିକ୍ଷା ଦେଉଛନ୍ତି। କେଉଁଠି ଇଣ୍ଟର୍‌ନେଟ୍‌ ଗତି କମ୍‌ ରହୁଛି ତ...

ସୋସିଆଲ ମିଡ଼ିଆରେ ସ୍ବାଧୀନତାର ରଙ୍ଗ

ସ୍ବାଧୀନତା ଦିବସର ରଙ୍ଗ ଏବେ ସୋସିଆଲ ମିଡ଼ିଆରେ ବୋଳି ହୋଇ ଯାଇଛି। ବର୍ତ୍ତମାନ ଫେସବୁକ୍‌ ଆଉ ହ୍ବାଟ୍ସଆପ୍‌ର ସମୟ। ପ୍ରତ୍ୟେକ ହାତରେ ସ୍ମାର୍ଟଫୋନ୍‌। ଆଉ ପ୍ରତ୍ୟେକଙ୍କ...

ଛାତ୍ର ତିଆରି କଲେ ୪ କେଜି ଓଜନର ହେଲିକପ୍ଟର

ଲକ୍ଷ୍ନୌ,୩।୨: ଭାରତୀୟ ପ୍ରାଦ୍ୟୋଗିକ ସଂସ୍ଥାନ (ଆଇଆଇଟି) କାନପୁରର ଛାତ୍ର ଏବଂ ପ୍ରଫେସର ମିଳିତ ଭାବେ କେବଳ ୪ କେଜିରେ ଏକ ସୁନ୍ଦର ହାଲୁକା ହେଲିକପ୍ଟର ତିଆରି...

ଜଣକ ପରେ ଜଣେ ଖସଡ଼ାରେ ଖସୁଛନ୍ତି ବତକ ଛୁଆ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ...

ଏହି ଗାଁରେ କେହି ଦେଖିପାରନ୍ତି ନାହିଁ…

କାନାଡ଼ାର ଓଣ୍ଟୋରିଓ ପ୍ରଦେଶରେ ରହିଛି ତିଲ୍‌ଟେକ୍‌ ଗାଁ। ଏଠାରେ ଜୋପ୍‌ଟେକ ଜନଜାତିର ଲୋକେ ବାସ କରନ୍ତି। ଏମାନେ ଉତ୍ତର ଆମେରିକାରୁ ଆସିଥିବା ରେଡ୍‌ ଇଣ୍ଡିଆନ ସମ୍ପ୍ରଦାୟର।...

ଏଥର ପର୍ଯ୍ୟଟନରେ ‘ଦୁଧ୍‌ଓ୍ବା ରାଷ୍ଟ୍ରୀୟ ଉଦ୍ୟାନ’

ଉତ୍ତରପ୍ରଦେଶର ଲକ୍ଷିମପୁର ଖେରୀ ଜିଲା ଅନ୍ତର୍ଗତ ଏକ ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର ଦୁଧ୍‌ଓ୍ବା ରାଷ୍ଟ୍ରୀୟ ଉଦ୍ୟାନର ବେଶ୍‌ ନାଁ ରହିଛି। ଏହି ଉଦ୍ୟାନଟି ଭାରତ ଓ...

ଦେଶ ପାଇଁ ଶହୀଦ ହେଲେ ପୁଅ, ଏବେ ମା’ ୩୫୦ ପିଲାଙ୍କୁ ସେନାରେ ଭର୍ତ୍ତି ପାଇଁ କରୁଛନ୍ତି ପ୍ରସ୍ତୁତି

ଗାଜିଆବାଦ୍‌,୧୮।୧୧: ସାଧାରଣତଃ ଦେଶ ପାଇଁ ପୁଅ ଶହୀଦ୍‌ ହେବା ପରେ ମା’ବାପାମାନେ ଭାଙ୍ଗିପଡନ୍ତି। କିନ୍ତୁ ସବିତା ତିଓ୍ବାରୀଙ୍କ କ୍ଷେତ୍ରରେ ଏହାର ବ୍ୟତିକ୍ରମ ପରିଲକ୍ଷିତ ହୋଇଥାଏ। ପୁଅ...

୨୧ ଲକ୍ଷ ଟଙ୍କାର କାର ଏବଂ ୧୧ ଲକ୍ଷ ଯୌତୁକ ନେଲେନି ବର: ଗ୍ରହଣ କଲେ ୧୦୧ ଟଙ୍କା

କୋଟା,୧୦।୨: ବାହାଘରରେ ଜଣେ ବର ତାଙ୍କୁ ଶ୍ୱଶୁର ଘର ପକ୍ଷରୁ ମିଳିଥିବା ୨୧ ଲକ୍ଷ ଟଙ୍କାର ବିଳାସ ପୂର୍ଣ୍ଣ କାର ଏବଂ ୧୧ ଲକ୍ଷ ଟଙ୍କାର...

Advertisement


Archives

Model This Week