ବିଳାସପୂର୍ଣ୍ଣ ମହଲ କିଣିଲେ ବିଶ୍ୱର ୩ ନମ୍ବର ଧନୀ ବ୍ୟକ୍ତି: ଦାମ୍‌ ରହିଛି

ଫ୍ଲୋରିଡା,୧୧।୮: ଆମାଜନ୍‌ର ମୁଖ୍ୟ ତଥା ବିଶ୍ୱର ୩ ନମ୍ବର ଧନୀ ଜେଫ ବେଜୋସ ରିଏଲ ଇଷ୍ଟେଟ କ୍ଷେତ୍ରରେ ପାଦ ରଖିବାକୁ ଚେଷ୍ଟା କରୁଛନ୍ତି। ଏଥିପାଇଁ ସେ ଆମେରିକାର ଫ୍ଲୋରିଡା ଉପକୂଳରେ ଏକ ବିଳାସପୂର୍ଣ୍ଣ ମହଲ କିଣିଛନ୍ତି। ବ୍ଲୁମବର୍ଗରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ବେଜୋସ ଫ୍ଲୋରିଡାର ମିଆମି ଅଞ୍ଚଳରେ କୃତ୍ରିମ ଦ୍ୱୀପ ଇଣ୍ଡିଆନ କ୍ରିକ ନିର୍ମାଣ କରିଛନ୍ତି। ଜେଫ ବେଜୋସ ୬୮ ମିଲିୟନ ଡଲାର(୫,୬୩,୨୪,୦୬,୦୦୦,୦୦)ର ଏହାକୁ କିଣିଛନ୍ତି।
୨.୮ ଏକର ଉପରେ ବ୍ୟାପିଥିବା ଏହି ସମ୍ପତ୍ତି ଏମ୍‌ଟିଏମ୍‌ ଷ୍ଟାର ଇଣ୍ଟରନ୍ୟାଶନାଲର ଥିଲା। ଏହି ସମ୍ପତ୍ତି ଜେଫ ବେଜୋସଙ୍କ ଦ୍ୱାରା କେବଳ ଜୁନ ୨୦୨୩ରେ କିଣାଯାଇଥିଲା, କିନ୍ତୁ ଏପର୍ଯ୍ୟନ୍ତ କ୍ରେତାଙ୍କ ସୂଚନା ସାର୍ବଜନୀନ କରାଯାଇ ନାହିଁ। ଏହାପୂର୍ବରୁ ୧୯୮୨ ମସିହାରେ ଏହି ସମ୍ପତ୍ତି ୧.୪ ମିଲିୟନ ଡଲାରରେ ବିକ୍ରି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri