Posted inଫୁରସତ

ବିଶ୍ବର ସବୁଠୁ ଧନୀ ପରିବାର: ୪୦୦୦ କୋଟିର ଘର, କାର୍‌ ସଂଖ୍ୟା ଜାରିଲେ ଉଡିଯିବ ହୋଶ୍‌

ଆବୁଧାବି:ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ) ସ୍ଥିତ ଆବୁଧାବିର ଅଲ୍‌ ନାହୟାନ ରାଜ ପରିବାର ହେଉଛି ବିଶ୍ବର ସବୁଠାରୁ ଧନୀ ପରିବାର। ଏହି ପରିବାରର ସମୁଦାୟ ସମ୍ପତ୍ତିର ମୂଲ୍ୟ ୩୦୦ ବିଲିୟନ ଡଲାରରୁ ଅଧିକ। ଅନେକ ଘରୋଇ ଜେଟ୍‌, ଫୁଟ୍‌ବଲ୍‌ କ୍ଲବ୍‌, ତୈଳ ଭଣ୍ଡାର ଓ ଅନ୍ୟାନ୍ୟ ସମ୍ପତ୍ତି ମଧ୍ୟ ଏହି ପରିବାର ପାଖରେ ରହିଛି। ବହୁ ବଡ଼ କମ୍ପାନୀରେ ଏହି ପରିବାରର ନିବେଶ ମଧ୍ୟ ରହିଛି। ୩ଟି ପେଣ୍ଟାଗନ୍‌ ଆକାରର ହୋଇଥିବା ଅଲ୍‌ ନାହୟାନ ପରିବାରର ରାଜକୀୟ ପ୍ରାସାଦର ମୂଲ୍ୟ ହେଉଛି ୪,୦୭୮ କୋଟି ଟଙ୍କା। ସେହିପରି ଏହି ପରିବାର ନିକଟରେ ୮ଟି ଘରୋଇ ଜେଟ୍‌ ରହିଛି। ତେବେ ଏହି ରାଜ ପରିବାରର ବିଶ୍ୱର ପ୍ରାୟ ୬% ତୈଳ ଭଣ୍ଡାରର ମାଲିକ ହୋଇଥିବା ନେଇ ମଧ୍ୟ ରିପୋର୍ଟ ପ୍ରକାଶ ପାଇଛି।
ୁଏଇର ରାଷ୍ଟ୍ରପତି ତଥା ହେଡ୍‌ ଅଫ୍‌ ଷ୍ଟେଟ୍‌ ଶେଖ୍‌ ମହମ୍ମଦ ବିନ୍‌ ଜାୟେଦ ଅଲ୍‌ ନାହୟାନ ରହିଛନ୍ତି। ଆବୁଧାବିରେ ପ୍ରାୟ ୯୪ ଏକର ପରିବ୍ୟାପ୍ତ ଥିବା ରାଜକୀୟ ପ୍ରାସାଦରେ ଏହି ପରିବାରର ସଦସ୍ୟମାନେ ରୁହନ୍ତି। ରାଷ୍ଟ୍ରପତି ମହମ୍ମଦ ବିନ୍‌ ଜାୟେଦଙ୍କ ଭାଇ ତହନୁନ୍‌ ବିନ୍‌ ଜାଏଦ ଅଲ ନାହିୟାନ୍‌ ହେଉଛନ୍ତି ଏହି ପରିବାର ଦ୍ୱାରା ଚାଳିତ ମୁଖ୍ୟ ପୁଞ୍ଜି ବିନିଯୋଗ କମ୍ପାନୀର ପ୍ରତିଷ୍ଠାତା। ୨୩୫ ବିଲିୟନ ଡଲାର ମୂଲ୍ୟର ଏହି କମ୍ପାନୀ ସାଧାରଣତଃ କୃଷି, ଶକ୍ତି, ମନୋରଞ୍ଜନ, ସାମୁଦ୍ରିକ ବ୍ୟବସାୟ ଆଦି କ୍ଷେତ୍ରରେ ନିବେଶ କରିଥାଏ। ସେହିପରି ରାଷ୍ଟ୍ରପତି ମହମ୍ମଦଙ୍କ ସାନ ଭାଇ ଶେଖ୍‌ ହମଦ ବିନ୍‌ ହମଦାନ ଅଲ୍‌ ନାହୟାନଙ୍କର ୭୦୦ରୁ ଅଧିକ କାର୍‌ ସଂଗ୍ରହ ରହିଛି। ବିଶ୍ବର ସର୍ବ ବୃହତ୍‌ ଏସ୍‌ୟୁଭି କାର୍‌ ମଧ୍ୟ ତାଙ୍କ ନିକଟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri