Posted inଖେଳ

ଟୁଇଟରରେ ଟ୍ରେଣ୍ଡ କରୁଛି #ଓ୍ବାଲର୍‌ଡଷ୍ଟାଣ୍ଡ୍ସଓ୍ବିଥ୍‌କୋହଲି

ନୂଆଦିଲ୍ଲୀ,୧୭।୧୨: ଦିନିକିଆ ଦଳର ନେତୃତ୍ୱ ପରିବର୍ତ୍ତନ ପରେ ଟେଷ୍ଟ ଅଧିନାୟକ ବିରାଟ କୋହଲି ଓ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ମଧ୍ୟରେ ମୁହଁାମୁହିଁ ସ୍ଥିତି ସୃଷ୍ଟି ହୋଇଛି। କୋହଲି ଟି୨୦ ଦଳର ଅଧିନାୟକ ପଦ ଛାଡ଼ି ଥିବାରୁ ଦିନିକିଆ ଦଳର ନେତୃତ୍ୱ ପରିବର୍ତ୍ତନରେ ପ୍ରଶଂସକଙ୍କ କିଛି ଅସୁବିଧା ନାହିଁ। କିନ୍ତୁ ଯେଉଁଭଳି ଭାବେ କୋହଲିଙ୍କ ଠାରୁ ଦାୟିତ୍ୱ ନିଆ ଦିଆଗଲା, ତାହା ଭାରତୀୟ ଟେଷ୍ଟ ଦଳର ପ୍ରଶଂସକଙ୍କୁ ଖୁବ୍ଧ କରିଛି। ସ୍ଥିତି ଏଭଳି ଯେ, ଟୁଇଟରରେ #ଓ୍ବାଲର୍‌ଡଷ୍ଟାଣ୍ଡ୍ସଓ୍ବିଥ୍‌କୋହଲି (କୋହଲିଙ୍କ ସହ ପୂରା ଦେଶ ଛିଡ଼ା ହୋଇଛି) ଟ୍ରେଣ୍ଡ କରୁଛି। ଏହି ହାସ୍‌ଟ୍ୟାଗକୁ ଟ୍ୟାଗ କରି ପୂରା ବିଶ୍ୱରେ ୮୫.୪ ହଜାର ଟୁଇଟ୍‌ କରାଯାଇଛି।

ଏହି ହାସ୍‌ଟ୍ୟାଗକୁ ବ୍ୟବହାର କରି କ୍ରିକେଟ ପ୍ରଶଂସକ କୋହଲିଙ୍କୁ ସମର୍ଥନ ଜଣାଇବା ସହ ସୌରଭ ଗାଙ୍ଗୁଲିଙ୍କୁ ସମାଲୋଚନା କରୁଥିବା ଦେଖିବାକୁ ମିଳିଛି। ଜଣେ ଫ୍ୟାନ ଲେଖିଛନ୍ତି, କୋହଲିଙ୍କ ଭଳି ଟେଷ୍ଟ କ୍ୟାରିୟର ପାଇବା ପାଇଁ ଗାଙ୍ଗୁଲି କେବଳ ସ୍ବପ୍ନ ଦେଖିପାରିବେ। ସେହିଭଳି ଅନ୍ୟ ପ୍ରଶଂସକ ଲେଖିଛନ୍ତି, କିଙ୍ଗ୍‌ କୋହଲିଙ୍କ ଅପମାନ ଭାରତ ସହିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri