ଆମିଷ ଖାଉଥିବା ମଣିଷ ନିଶ୍ଚିତଭାବେ ଆମଲେଟ୍ ଖାଇଥିବେ। ତେବେ ଭିଏତ୍ନାମ, ହାନୋଇରେ ପ୍ରସ୍ତୁତ ହେଉଥିବା ଏକ ସ୍ବତନ୍ତ୍ର ପ୍ରକାରର ଆମଲେଟ୍ ବୋଧହୁଏ ସମସ୍ତଙ୍କ ପକ୍ଷେ ଖାଇବା ସମ୍ଭବ ହେବ ନାହିଁ। ଏହାର କାରଣ ହେଉଛି ଏଥିରେ ବ୍ୟବହାର କରାଯାଉଥିବା ଏକ ଖାସ୍ ସାମଗ୍ରୀ। ଏଥିରେ ବ୍ୟବହାର କରାଯାଏ ୨ ଇଞ୍ଚ ଲମ୍ବର ସାମୁଦ୍ରିକ ପୋକ, ଯାହାର ନାଁ ‘ପଲୋଲୋ’। ପିଆଜ, କଞ୍ଚାଲଙ୍କା, ଟମାଟୋ, ଅଣ୍ଡା ସହ ଶହ ଶହ ସଂଖ୍ୟାର ଉକ୍ତ ପୋକ ଆମଲେଟ୍ରେ ମିଶାଯାଏ; ଯଦ୍ଦ୍ବାରା ଆମଲେଟ୍ର ସ୍ବାଦ ସି’ ଫୁଡ୍ ପରି ଲାଗେ। ଓମଲେଟ୍ରେ ବ୍ୟବହାର କରିବା ପୂର୍ବରୁ ପୋକକୁ ସିଝା ଯାଇଥାଏ। ଯେମିତି କି ଏଥିରୁ ଆମିଷ ଗନ୍ଧ ଦୂର ହେବ। ସାଧାରଣତଃ ପ୍ରଶାନ୍ତ ମହାସାଗରରେ ମିଳୁଥିବା ଉକ୍ତ ପୋକକୁ ଏବେ ଭିଏତ୍ନାମରେ ଚାଷ କରାଯାଉଛି। ଏହି ପୋକରେ ପ୍ରସ୍ତୁତ ଆମ୍ଲେଟ୍ର ବାସ୍ନା ବହୁତ ଭଲ। ତେଣୁ ରାସ୍ତାକଡ ଫୁଡ୍ଷ୍ଟଲ୍ରେ ଆମ୍ଲେଟ୍ ପ୍ରସ୍ତୁତ କଲାବେଳେ ଲୋକେ ଏହାର ବାସ୍ନାରେ ଟାଣି ହୋଇ ଚାଲି ଆସନ୍ତି ଖାଇବାକୁ।
ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…
କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…
ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍ ଘଟିଲା ଏମିତି…
ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…
ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…
ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍ ଇଣ୍ଟରନ୍ୟାଶନାଲ ପିସ୍ ରିସର୍ଚ୍ଚ…
ଜାଣନ୍ତି କି ପାଇପ୍ଲାଇନ୍ ଗ୍ୟାସ୍ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…
ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍ ନାଚୁରାଲ୍ ଗ୍ୟାସ୍) ଆଡ଼କୁ ମୁହାଁଇଛନ୍ତି। ଆଜି…
ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…
ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…
ରୋଜଗାରର ପହିଲି ପୁଲକ ପାଇଥିଲି ବାପାଙ୍କ ଖୁସିରୁ: ନଳିନୀକାନ୍ତ ନାୟକ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି …
ଦୀର୍ଘ ବର୍ଷର ବ୍ୟବଧାନ ପରେ ଯେତେବେଳେ ନିଜ ପ୍ରଥମ ରୋଜଗାର ବିଷୟରେ କିଛି ଲେଖିବାକୁ ଯାଉଛି, ମୁଁ ବେଶ୍ ଭାବପ୍ରବଣ ହୋଇ ପଡୁଛି। ମୋ ପିଲାଦିନ କଟିଗଲା…
ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ
ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…
ଯୁଦ୍ଧ ଭିତରେ ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ: ଭାରତ ଉପରେ ପଡିବ ସାଂଘାତିକ ପ୍ରଭାବ!
ବୁଲଗେରିଆର ରହସ୍ୟମୟୀ ବାବା ଭେଙ୍ଗାଙ୍କ (Baba Vanga) ୨୦୨୬ ପାଇଁ ଯେଉଁ ଭବିଷ୍ୟବାଣୀ ଏବେ ତାହା ସତ ହେବାରେ ଲାଗିଛି! ବିଶେଷ କରି ଆମେରିକା, ଇସ୍ରାଏଲ ଏବଂ…
Archives

