ବିବାହକୁ ନେଇ ଚିନ୍ତିିତ କି: ଜାଣନ୍ତୁ କିପରି ହୋଇଥିବେ ପାର୍ଟନର

ସାଧାରଣତହଃ ବୈବାହିକ ଜୀବନକୁ ନେଇ ପ୍ରାୟ ସମସ୍ତେ ଚିନ୍ତିତ ଥାନ୍ତି। ବିବାହ ପୂର୍ବରୁ ସମସ୍ତେ ଏହି କଥା ଭାବିଥାନ୍ତି ଯେ ସେମାନଙ୍କ ପାର୍ଟନର କିପରି ହୋଇଥିବ। ତେବେ ମନରେ ଉଠୁଥବା ଏହି ଭଳି ପ୍ରଶ୍ନର ସରଳ ସମାଧାନ କରିବ ରାଷି ତେବେ ଜାଣନ୍ତୁ ରାଶି ଅନୁଯାୟୀ ଆପଣଙ୍କ ପାର୍ଟନର କିପରି ହେବେ ସେ ସମ୍ପର୍କରେ….

ମେଷ ରାଶି : ମେଷ ରାଶି ବ୍ୟକ୍ତିଙ୍କ ପାର୍ଟନର ଯତ୍ନଶୀଳ, ସ୍ନେହୀ ହେବା ସହିତ ଅଧିକ ମଜାଳିଆ ହୋଇଥାନ୍ତି। ସେମାନଙ୍କ ଯୋଡି ରୋମାଣ୍ଟିକ୍‌ ହୋଇଥାଏ।

ବୃଷ ରାଶି: ବୃଷ ରାଶିର ବ୍ୟକ୍ତି ସାଧୁ ପ୍ରକୃତିର ହୋଇଥାନ୍ତି, ସେ ଯେପରି ତାଙ୍କ ସହଧର୍ମିଣୀ ମଧ୍ୟ ସେହି ଭଳି ହୋଇଥାନ୍ତି। ତେଣୁ ତାଙ୍କ ବୈବାହିକ ଜୀବନ ସରଳ ଭାବେ ଗତି କରେ।

ମିଥୁନ ରାଶି: ମିଥୁନ ରାଶି ବ୍ୟକ୍ତିଙ୍କ ପାର୍ଟନର ସ୍ନେହୀ ଓ ଭାବୁକ ହେବା ସହ ପାର୍ଟନରଙ୍କ ଖୁସି ପାଇଁ ସବୁ କିଛି କରି ଥାନ୍ତି।

କର୍କଟ: କର୍କଟ ରାଶି ମହିଳା ସେମାନଙ୍କ ପାର୍ଟନରଙ୍କୁ ସବୁଠୁ ଅଧିକ ସମ୍ମାନ କରିଥାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରଣଜୀ ଟ୍ରଫିରେ ବଡ଼ ବିବାଦ, କୋର୍ଟଙ୍କ ରାୟ ପରେ ବଦଳିଗଲା ପୂରା ଟିମ୍‌

ନୂଆଦିଲ୍ଲୀ, ୫।୧୧: ମେଘାଳୟ କ୍ରିକେଟ୍‌ ସଂଘ (MCA)ରେ ଚାଲିଥିବା ବିବାଦର ପ୍ରଭାବ ଏବେ ରଣଜୀ ଟ୍ରଫି ଦଳ ଉପରେ ପଡ଼ିଛି । ନାଗାଲାଣ୍ଡ ବିପକ୍ଷ ପ୍ଲେଟ୍‌ ଡିଭିଜନ୍‌…

ଧନତେରସ ପୂର୍ବରୁ ସୁନା ଦରକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏକ୍ସପର୍ଟ କହିଲେ ଏବେ ସୁନା କିଣିଲେ…

ନୂଆଦିଲ୍ଲୀ,୫ା୧୧: ସୁନା ଦର ଲଗାତାର ହ୍ରାସ ପାଉଛି। ଗୋଟିଏ ସମୟରେ ସୁନା ଦର ୨ ଲକ୍ଷ ଟଙ୍କା ଟପିବ ବୋଲି ଚର୍ଚ୍ଚା ହେଉଥିଲା। ଜାନୁଆରୀ ମାସରେ ଏହାର…

୪ ବର୍ଷ ପରେ ବି ପରମହଂସ ପଞ୍ଚାୟତକୁ ଗଡ଼ିଲାନି ବସ୍‌, ତେଜିଲା ଅସନ୍ତୋଷ

କଟକ ସଦର,୫।୧୧(ସୁଶାନ୍ତ କୁମାର ଜେନା): ୨୦୨୧ – ୨୦୨୨ ଆର୍ଥିକ ବର୍ଷରେ ବ୍ଲକ କାର୍ଯ୍ୟଳୟ ସହିତ ସଂଯୋଗ କରିବା ପାଇଁ ଲକ୍ଷ୍ମୀ ବସ ସେବା ଆରମ୍ଭ କରାଯାଇଥିଲା।…

ସାରା ତେନ୍ଦୁଲକରଙ୍କ ବିବାହକୁ ନେଇ ଚର୍ଚ୍ଚା: ଝିଅର ଜୀବନସାଥୀକୁ ନେଇ ସଚିନ କହିଲେ…

ମୁମ୍ବାଇ,୫।୧୧: କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକରଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି। ସାରା ନିଜ ଜନ୍ମଦିନ ସେଲିବ୍ରେଶନ୍‌ର ଏକ ଭିଡିଓ…

ଏଣିକି ନବମ ଶ୍ରେଣୀରୁ ବିଜନେସ୍‌ ଶିଖିବେ ପିଲା, NCERT ବହିରେ ଯୋଡ଼ିହେଲା….

ନୂଆଦିଲ୍ଲୀ,୫ା୧୧: ନବମ ଶ୍ରେଣୀର ପାଠ୍ୟପୁସ୍ତକରେ ବଡ଼ ପରିବର୍ତ୍ତନ କରିଛି ଜାତୀୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (NCERT)। ସାମାଜିକ ବିଜ୍ଞାନର ନୂଆ ପୁସ୍ତକର ଦ୍ୱିତୀୟ ଭାଗର…

କେରଳରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ, ମୃତଦେହ ଗାଁକୁ ଫେରାଇ ଆଣିବା ପାଇଁ ଡିଏଲ୍‌ଓଙ୍କୁ ଭେଟିଲେ ପରିବାରବର୍ଗ

ଛତ୍ରପୁର,୫ା୧୧(ଦିଲ୍ଲୀପ ସାମଲ): କେରଳରେ ସଡ଼କ ଦୁର୍ଘଟଣାରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଝରପୋଖରୀ ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଗ୍ରାମର ଜଗବନ୍ଧୁ ଦାସଙ୍କ…

ଈଶ୍ୱର ବିନ୍ଧାଣୀଙ୍କ ଘରେ ୧୭ ଘଣ୍ଟା ଧରି ଚଢ଼ାଉ କରୁଥିଲା ଇଡି, ଆସିଲା ବଡ଼ ଟ୍ବିଷ୍ଟ୍‌; ଘରୁ ମିଳିଲା….

ଉଦଳା,୫।୧୧(ସନ୍ତୋଷ କୁାର ବାଛିନି): ବେଆଇନ ଆର୍ଥିକ କାରବାର ଓ ୧୨୨ କୋଟି ଟଙ୍କାର ଠକେଇ ଅଭିଯୋଗରେ ଜଣେ ବ୍ୟକ୍ତିଙ୍କ ଘରେ ଦୀର୍ଘ ୧୭ ଘଣ୍ଟା ଧରି ଚଢ଼ାଉ…

ବରିଷ୍ଠ ଅଧିକାରୀଙ୍କୁ ବିଧାୟକଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଜିଲାପାଳଙ୍କୁ ଦାବିପତ୍ର, ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି…

ଛତ୍ରପୁର,୫ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ବିପର୍ଯ୍ୟୟ ସମୟରେ ଗଞ୍ଜାମ ଜିଲାବାସୀଙ୍କୁ ବିପଦରୁ ଉଦ୍ଧାର, ଥଇଥାନ ଓ ରିଲିଫ ଯୋଗାଣ ପାଇଁ ପ୍ରଶାସନିକ ଅଧିକାରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?