ବିବାହକୁ ନେଇ ଚିନ୍ତିିତ କି: ଜାଣନ୍ତୁ କିପରି ହୋଇଥିବେ ପାର୍ଟନର

ସାଧାରଣତହଃ ବୈବାହିକ ଜୀବନକୁ ନେଇ ପ୍ରାୟ ସମସ୍ତେ ଚିନ୍ତିତ ଥାନ୍ତି। ବିବାହ ପୂର୍ବରୁ ସମସ୍ତେ ଏହି କଥା ଭାବିଥାନ୍ତି ଯେ ସେମାନଙ୍କ ପାର୍ଟନର କିପରି ହୋଇଥିବ। ତେବେ ମନରେ ଉଠୁଥବା ଏହି ଭଳି ପ୍ରଶ୍ନର ସରଳ ସମାଧାନ କରିବ ରାଷି ତେବେ ଜାଣନ୍ତୁ ରାଶି ଅନୁଯାୟୀ ଆପଣଙ୍କ ପାର୍ଟନର କିପରି ହେବେ ସେ ସମ୍ପର୍କରେ….

ମେଷ ରାଶି : ମେଷ ରାଶି ବ୍ୟକ୍ତିଙ୍କ ପାର୍ଟନର ଯତ୍ନଶୀଳ, ସ୍ନେହୀ ହେବା ସହିତ ଅଧିକ ମଜାଳିଆ ହୋଇଥାନ୍ତି। ସେମାନଙ୍କ ଯୋଡି ରୋମାଣ୍ଟିକ୍‌ ହୋଇଥାଏ।

ବୃଷ ରାଶି: ବୃଷ ରାଶିର ବ୍ୟକ୍ତି ସାଧୁ ପ୍ରକୃତିର ହୋଇଥାନ୍ତି, ସେ ଯେପରି ତାଙ୍କ ସହଧର୍ମିଣୀ ମଧ୍ୟ ସେହି ଭଳି ହୋଇଥାନ୍ତି। ତେଣୁ ତାଙ୍କ ବୈବାହିକ ଜୀବନ ସରଳ ଭାବେ ଗତି କରେ।

ମିଥୁନ ରାଶି: ମିଥୁନ ରାଶି ବ୍ୟକ୍ତିଙ୍କ ପାର୍ଟନର ସ୍ନେହୀ ଓ ଭାବୁକ ହେବା ସହ ପାର୍ଟନରଙ୍କ ଖୁସି ପାଇଁ ସବୁ କିଛି କରି ଥାନ୍ତି।

କର୍କଟ: କର୍କଟ ରାଶି ମହିଳା ସେମାନଙ୍କ ପାର୍ଟନରଙ୍କୁ ସବୁଠୁ ଅଧିକ ସମ୍ମାନ କରିଥାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଦିନେ କମଳା ବେଶ୍‌ ସ୍ବାସ୍ଥ୍ୟପ୍ରଦ

ଶୀତଦିନେ ସ୍ବାସ୍ଥ୍ୟ ପାଇଁ କମଳା ବେଶ୍‌ ଲାଭଦାୟକ ହୋଇଥାଏ। କାରଣ ଏଥିରେ ପର୍ଯ୍ୟାପ୍ତ ପରିମାଣର ଭିଟାମିନ-ସି ରହିଥାଏ। ଏହା ଖାଇବା ପାଇଁ ଯେତିକି ସ୍ବାଦିଷ୍ଟ ସ୍ବାସ୍ଥ୍ୟ...

ସ୍ତ୍ରୀ-ସ୍ବାମୀଙ୍କ ସମ୍ପର୍କକୁ ଭାଙ୍ଗିଦିଏ ଏହି ୪ କଥା

ଯେତେବେଳେ ଜଣେ ଝିଅ ଏବଂ ପୁଅ ବିବାହର ପବିତ୍ର ବନ୍ଧନରେ ବାନ୍ଧି ହୋଇଯାଆନ୍ତିି, ସେତେବେଳେ ସେମାନଙ୍କର ଜୀବନର ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଥାଏ। କିନ୍ତୁ...

ଜାଣନ୍ତୁ ଦୀପାବଳିରେ କାହିଁକି କରାଯାଏ ମା’ ଲକ୍ଷ୍ମୀ ଏବଂ ଗଣେଶଙ୍କ ପୂଜା

କାର୍ତ୍ତିକ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ପାଳନ କରାଯାଇଥାଏ ଆନନ୍ଦ ଉଲ୍ଲାସର ପର୍ବ ଦୀପାବଳି। ଏହି ରାତିଟି ଅମା ଅନ୍ଧାକାର ହୋଇଥିଲେ ମଧ୍ୟ ଦୀପ ଆଲୋକରେ...

ଓଜନ କମାଇଥାଏ ଏହି ଜୁସ୍‌

ଆଜିକାଲି ଓଜନ ବୃଦ୍ଧି ମୁଖ୍ୟ ସମସ୍ୟା ହୋଇଛି। ଓଜନ କମାଇବା ପାଇଁ କିଏ କେତେ କ’ଣ ତରିକା ଆପଣାଉଛନ୍ତି। ମାତ୍ର କମଳା ଏବଂ ଗାଜର ଜୁସ୍‌...

ସ୍ତନ୍ୟପାନ ସମୟରେ ସତର୍କତା

ଶିଶୁକୁ କ୍ଷୀର ଖୁଆଇବା ସମୟରେ ପ୍ରତ୍ୟେକ ମା’ଙ୍କୁ ସୁରକ୍ଷା ଦୃଷ୍ଟିରୁ କେତେକ ଦିଗ ପ୍ରତି ସଚେତନ ହେବା ନିହାତି ଆବଶ୍ୟକ। ଜାଣି ରଖନ୍ତୁ ସେ ସମ୍ପର୍କରେ…...

ମା’ଙ୍କୁ ଡରନ୍ତି ୧୦ ଲକ୍ଷ ଟଙ୍କା ଚାର୍ଜ କରୁଥିବା ଏହି ଲୋକପ୍ରିୟ ଅଭିନେତ୍ରୀ

  ଭୋଜପୁରୀ ସିନେମାର ଅଭିନେତ୍ରୀ ଆମ୍ରାପାଲି ଦୁବେ ବର୍ତ୍ତମାନ ଚର୍ଚ୍ଚାରେ । ସେ ତାଙ୍କର ପ୍ରଥମ ଚଳଚ୍ଚିତ୍ର ‘ନିରହୁଆ ହିନ୍ଦୁସ୍ତାନୀ’ ସହିତ ଦର୍ଶକଙ୍କ ହୃଦୟ ଜିତିଥିଲେ।...

ଗୋଟିଏ ସ୍ଥାନରେ ଅଧିକ ସମୟ ବସି କାମ କରୁଥିଲେ ହୋଇପାରେ ଏହି ରୋଗ

ଆଧୁନିକ ଜୀବନଶୈଳୀର ପ୍ରଭାବ ଯୋଗୁ ଶାରୀରିକ ଗତିବିଧି ସମ୍ପୂର୍ଣ୍ଣ ରୂପେ ଠପ୍‌ ହୋଇଯାଇଛି କହିଲେ ଚଳେ। ଏହାରି ଫଳସ୍ବରୂପ ଭବିଷ୍ୟତରେ ଜଣେ ସୁସ୍ଥ ମଣିଷ ବସି...

ଏସବୁ ରୋଗ ଲାଗି ବରଦାନ ସଦୃଶ ତେଜପତ୍ର

ମସଲା ରୂପରେ ବ୍ୟବହାର କରାଯାଉଥିବା ତେଜପତ୍ର ଯେ, କେବଳ ଖାଦ୍ୟକୁ ସ୍ବାଦିଷ୍ଟ କରାଇଥାଏ ତାହା ନୁହେଁ ବରଂ ଏହା ଅନେକ  ରୋଗରୁ ରକ୍ଷା କରିଥାଏ। ଏଥିରେ...

Advertisement


Archives

Model This Week