କରୋନାକୁ ନେଇ ଚିନ୍ତାରେ ଡବ୍ଲ୍ୟୁଏଚ୍‌ଓ: ଟିକାକରଣ ବୃଦ୍ଧି ନେଇ ଚାଇନାକୁ ନିବେଦନ

ଓ୍ବାଶିଂଟନ,୨୨ା୧୨: ଚାଇନାରେ ବୃଦ୍ଧି ପାଉଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ବର୍ତ୍ତମାନ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ମଧ୍ୟ ଚିନ୍ତା ପ୍ରକଟ କରିଛି। ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଟେଡ୍ରୋସ ଅଧନୋମ ଗେବ୍ରେୟେସସ୍‌ କହିଛନ୍ତି, ଚାଇନାରେ ଦ୍ରୁତ ଗତିରେ ବଢୁଥିବା କରୋନା ମାମଲାକୁ ନେଇ ସେ ଅତ୍ୟନ୍ତ ଚିନ୍ତିତ। ବିପଦରେ ଥିବା ଲୋକଙ୍କୁ ଟିକାକରଣର ଗତି ବଢ଼ାଇବାକୁ ସେ ଚାଇନାକୁ ମଧ୍ୟ ନିବେଦନ କରିଛନ୍ତି।

ଗେବ୍ରେୟେସସ୍‌ ଏକ ଖବରଦାତା ସମ୍ମିଳନୀରେ କରୋନାର ଗମ୍ଭୀରତା, ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ରୋଗୀଙ୍କ ସଂଖ୍ୟା ଏବଂ ଆନ୍ତରିକ ଚିକିତ୍ସାର ଆବଶ୍ୟକତା ସମ୍ପର୍କରେ ସମ୍ପୂର୍ଣ୍ଣ ବିସ୍ତୃତ ସୂଚନା ଦେବାକୁ ଚାଇନାକୁ ନିବେଦନ କରିଛନ୍ତି। ସେ କହିଛନ୍ତି, ଚାଇନାରେ ଅବନତି ପରିସ୍ଥିତିକୁ ଦୃଷ୍ଟିରେ ରଖି ଡବ୍ଲ୍ୟୁଏଚ୍‌ଓ ଖୁବ୍‌ ଚିନ୍ତିତ।

ସେ ଏହା ମଧ୍ୟ କହିଛନ୍ତି, ଚାଇନା ଦେଶର ସର୍ବାଧିକ ବିପଦଜ୍ଜନକ ଲୋକଙ୍କୁ ଟିକାକରଣ ପାଇଁ ପ୍ରୟାସ କରିବାକୁ ଧ୍ୟାନ ଦେଉଛି। ଏହା ବ୍ୟତୀତ ଆମେ ଏହାର ଚିକିତ୍ସା ସେବା ଏବଂ ସ୍ବାସ୍ଥ୍ୟ ବ୍ୟବସ୍ଥାର ସୁରକ୍ଷା ପାଇ ଚାଇନାକୁ ସମର୍ଥନ ଜାରି ରଖିବୁ।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri