ଓଜନକୁ ନେଇ ଚିନ୍ତିତ କି, ପିଅନ୍ତୁ ଏହି ସୁପ୍‌

ଆଧୁନିକ ଜୀବନଶୈଳୀରେ ମେଦବହୁଳତା ଏକ ଏପରି ସମସ୍ୟା ଯାହା ପ୍ରତ୍ୟେକ ବ୍ୟକ୍ତିଙ୍କ ଚିନ୍ତା ବଢ଼ାଇଥାଏ। ଏଥିରୁ ମୁକ୍ତି ପାଇବାକୁ ଅଧିକ ସମୟ ଲାଗିଥାଏ। ଏହା ମଧୁମେହ, ଉଚ୍ଚ ରକ୍ତଚାପ, ହୃଦ୍‌ଘାତ ଆଦି ରୋଗର କାରଣ ହୋଇଥାଏ। ଫଳରେ ଅନେକ ଖାଦ୍ୟପେୟରେ ନିୟନ୍ତ୍ରଣ କରିବାକୁ କହିଥାନ୍ତି। ତେବେ ଏକ ସୁପ୍‌ ଦ୍ୱାରା ଆପଣ ଆପଣଙ୍କ ଓଜନ କମ୍‌ କରିପାରିବେ। ଆସନ୍ତୁ ଜାଣିବା ଏହାକୁ ପ୍ରସ୍ତୁତ କରିବାର ବିଧି ସମ୍ପର୍କରେ।

ମସୁର ଡାଲି ସୁପ୍‌
ଏକ ପାତ୍ରରେ ପିଆଜ, ଗାଜର, ଜୁଆଣି, ରସୁଣ, କିଛି ମସୁର ଡାଲି, ଲୁଣ ଓ ଗୋଲ ମରିଚ ଗୁଣ୍ଡ ପକାଇ ଭଲଭାବେ ମିଶାଇ ଦିଅନ୍ତୁ। ପରେ ମାଇକ୍ରୋଭେନ୍‌କୁ ନର୍ମାଲ କରି ଏହାକୁ ସେଥିରେ ୧୮ ମିନିଟ ରଖନ୍ତୁ। ପରେ ଏହି ମସୁର ଡାଲିର ସୁପ୍‌ ପିଅନ୍ତୁ । ଏହା ଓଜନ କମ୍‌ କରିବାରେ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri