ମନପସନ୍ଦର ସ୍ତ୍ରୀ ନ ମିଳିବାରୁ ମନ୍ଦିରରୁ ଗାଏବ କରିଦେଲେ ଶିବଲିଙ୍ଗ

କୌଶାମ୍ବି,୨୬।୧୦: ମହାଦେବ ଶିବ ଶଙ୍କରଙ୍କୁ ପୂଜିଲେ ମନୋକାମନା ପୂର୍ଣ୍ଣ ହେବାର ବିଶ୍ୱାସ ରହିଛି। ହେଲେ ମନୋବାଞ୍ଚା ପୂରଣ ନ ହେଲେ ଜଣେ ଭକ୍ତ ଏପରି କରି ବସିଛନ୍ତି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଉତ୍ତରପ୍ରଦେଶର କୌଶାମ୍ବିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭକ୍ତଙ୍କୁ ଗୁହାରି ଭଗବାନ ଶିବ ନ ଶୁଣିବାରୁ ସେ ଶିବଲିଙ୍ଗକୁ ଗାଏବ କରିଦେଇଛନ୍ତି।

ଘଟଣାଟି କିଛି ଏପରି ଘଟିଛି, ଯୁବକ ଜଣକ ଦେଢ ମାସ ଧରି ଚିତ୍ରକୂଟ ମାର୍ଗର କୁମହିୟାନଓ୍ବା କସବାରେ ଥିବା ଭୈରବ ବାବା ମନ୍ଦିରରେ ପୂଜା କରୁଥିଲେ। ଶୀଘ୍ର ବିବାହ ସହ ଭଲ ସ୍ତ୍ରୀ ପାଇବା ପାଇଁ ସେ ମାନସିକ ରଖିଥିଲେ। କିନ୍ତୁ ଦେଢ ମାସ ବିତିଯାଇଥିଲେ ମଧ୍ୟ ତାଙ୍କ ମନୋକାମନା ପୂର୍ଣ୍ଣ ହୋଇ ନ ଥିଲା। ତେଣୁ ାସ ମନ୍ଦିରରୁ ଶିବଲିଙ୍ଗକୁ ଗାଏବ କରିଦେଇଥିଲେ।
ପରେ ଶ୍ରଦ୍ଧାଳୁ ମନ୍ଦିରରେ ପହଞ୍ଚିବା ପରେ ଶିବଲିଙ୍ଗ ନ ଥିବାର ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପୋଲିସକୁ ଖବର ଦେବା ସହ ସ୍ଥାନୀୟ ଗ୍ରାମବାସୀ ଖୋଜାଖୋଜି ଆରମ୍ଭ କରିଦେଇଥିଲେ। ପ୍ରାୟ ୧୦ ଘଣ୍ଟା ଧରି ପୋଲିସ ତଦନ୍ତ କରିବା କରିଥିଲା। ଯାଞ୍ଚବେଳେ ଗାଁର ଜଣେ ଯୁବକ ଛୋଟୁଙ୍କ ଉପରେ ପୋଲିସ ସନ୍ଦେହ କରିଥିଲା। ପରେ ତାଙ୍କୁ ପଚରାଉଚରା କରିବାରୁ ସେ ମନ୍ଦିରଠାରୁ ୧୦-୧୨ କିମି ଦୂରରେ ବାଉଁଶ ବୁଦା ତଳେ ଶିବଲିଙ୍ଗ ଲୁଚାଇଥିବା ଜଣାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri