ପୁରୀ ଅଫିସ,୫ା୨: ଶ୍ରୀପଞ୍ଚମୀ ଅବସରରେ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଛି। ନୟାଗଡ଼ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇ ପୂଜା କରାଯାଇଛି। ପରମ୍ପରା ଅନୁସାରେ ରାଜପୁରୋହିତ ଓ ଶ୍ରୋତୀୟ ବ୍ରାହ୍ମଣଙ୍କ ଦ୍ୱାରା ମା’ ସରସ୍ବତୀଙ୍କ ନିକଟରେ ସ୍ବତନ୍ତ୍ର ପୂଜା କରାଯିବା ପରେ ରଥଖଳାରେ ତିନିଖଣ୍ଡ ଧଉରା କାଠକୁ ରାଜଗୁରୁ ଓ ବ୍ରାହ୍ମଣମାନେ ବନ୍ଦାପନା ସହିତ ପୂଜା କରିଛନ୍ତି।

ସେହିପରି ଆସନ୍ତା ରାମନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି । ରଥ ନିର୍ମାଣ ପାଇଁ ମୋଟ ୮୬୫ ଖଣ୍ଡ କାଠର ଆବଶ୍ୟକତା ଥିବାବେଳେ ଗତ ୨ ତାରିଖ ସନ୍ଧ୍ୟାରେ ତିନୋଟି ଟ୍ରକ୍‌ରେ ୬୩ ଖଣ୍ଡ କାଠ ପୁରୀରେ ଆସି ପହଞ୍ଚିଛି। ଆସନ୍ତା ଅକ୍ଷୟ ତୃତୀୟାରେ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଲମାଳରେ ପଡ଼ିଛି ଶିଶୁପୁତ୍ରର ମୃତଦେହ

ବଇଣ୍ଡା,୨୫।୫(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତ କଳାପାଟନାଳୀ ନିକଟସ୍ଥ ଅର୍ପତ ଘାଇ ବିଲମାଳରେ ଶନିବାର ଏକ ନବଜାତ ଶିଶୁ ପୁତ୍ରର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି।...

କଳାହାଣ୍ଡିରେ ଲଗାଣ ବର୍ଷା ପ୍ରଭାବ: ସମସ୍ୟାରେ ଜିଲାବାସୀ

ଭବାନୀପାଟଣା,୧୫।୯(ଡି.ଏନ୍‌.ଏ.): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଥିବାରୁ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି କଳାହାଣ୍ଡିବାସୀ। ଏଥର ନୂଆଁଖାଇ ମଧ୍ୟ ବର୍ଷା ଲାଗି ସାମାନ୍ୟ...

ଆଜି ଭୁବନେଶ୍ବରରେ ଡେପୁଟି ମେୟର ନିର୍ବାଚନ

ଭୁବନେଶ୍ୱର,୯।୪(ବ୍ୟୁରୋ): ଭୁବନେଶ୍ବରରେ ଆଜି ଡେପୁଟି ମେୟର ନିର୍ବାଚନ ହେବ। ୧୦ଟାରେ ଡେପୁଟି ମେୟର ପଦ ଲାଗି ନାମାଙ୍କନ କରାଯିବ । ୧୦ଟାରୁ ୧୧ଟା ଯାଏ ନାମାଙ୍କନ...

‘ଲକ୍ଷ୍ୟ’ ଦୌଡ଼ରେ ଜିଲା ମୁଖ୍ୟ ଚିକିତ୍ସାଳୟ

ଜଗତ୍‌ସିଂହପୁର ଅଫିସ,୨୬।୭: ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଜାତୀୟ ଗୁଣାବତ୍ତା ଉନ୍ନତି କାର୍ଯ୍ୟକ୍ରମ ଚାଲିଛି। ଏନେଇ ନ୍ୟାସନାଲ କ୍ବାଲିଟି ଆସୁରାନ୍ସ...

ଅପପୁଷ୍ଟିରେ ଆଦିବାସୀ ପରିବାର

କଳିଙ୍ଗନଗର,୨୩ା୩(ଡି.ଏନ.ଏ.): ଯାଜପୁର ଜ଼ିଲା ସୁକିନ୍ଦା ନିର୍ବାଚନୀମଣ୍ଡଳୀର ଦାନଗଦି ବ୍ଲକ ଅନ୍ତର୍ଗତ ରଣାଗୁଣ୍ଡି ପଞ୍ଚାୟତ ଘାଟିସାହିରେ ପୁଣି ଦେଖିବାକୁ ମିଳିଛି ଅପପୁଷ୍ଟିର ଚିତ୍ର। ଗ୍ରାମରେ ବାସ କରନ୍ତି...

୪ ହଜାର ପଡ଼ା ହେବ ରାଜସ୍ବ ଗ୍ରାମ

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ରାଜ୍ୟରେ ଥିବା ୪ହଜାର ପଡ଼ା ବା ବସତିକୁ ରାଜସ୍ବ ଗ୍ରାମ ମାନ୍ୟତା ଦେବା ପାଇଁ ଥିବା ଦୀର୍ଘଦିନର ସମସ୍ୟାକୁ ରାଜ୍ୟ ସରକାର ସମାଧାନ...

ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଆଦର୍ଶ ପଞ୍ଚାୟତ ପରିଦର୍ଶନ

କୃଷ୍ଣପ୍ରସାଦ,୩୦ା୮(ଡି.ଏନ.ଏ.)-ଗତ ବାତ୍ୟା ଓ ବିଭିନ୍ନ ପ୍ରାକୃତିକ ଦୁର୍ବିପାକରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥ ବ୍ରହ୍ମପୁର ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତ ଭାବେ ଜିଲା...

ଆଇଏଫ୍‌ଏସ୍‌ ଅଫିସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ):ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଏଫ୍‌ଏସ୍‌ ଅଫିସର ତଥା ରାଜ୍ୟ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଓଡ଼ିଶା ସମେତ ୪...

Advertisement
Archives

Model This Week