ମହାଳୟାରେ ପୂଜକ ପିନ୍ଧିବେ ଧଳାବସ୍ତ୍ର

ସମ୍ବଲପୁର,୨୪ା୯(ବ୍ୟୁରୋ): ମହାଳୟା ତିଥିରେ ମା’ ସମଲେଶ୍ୱରୀ ଧବଳମୁଖୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏହି ଦିନ ମନ୍ଦିରର ପୂଜକମାନେ ମଧ୍ୟ ଶ୍ୱେତ ବସ୍ତ୍ର ପରିଧାନ କରିବେ। ଉକ୍ତ ଦିନ ମା’ ସମଲେଶ୍ୱରୀ ଶୁଭ୍ର ରୂପ ଧାରଣ କରୁଥିବାରୁୁ ପୂଜା କରୁଥିବା ସେବକମାନେ ମଧ୍ୟ ଧଳା ଧୋତି, ଗାମୁଛା ପିନ୍ଧିବେ। ଏଥିପାଇଁ ସମଲେଶ୍ୱରୀ ମହିମା ପ୍ରଚାର ସମିତି ପକ୍ଷରୁ ସମସ୍ତ ପୂଜକଙ୍କ ପାଇଁ ବ୍ୟବସ୍ଥା କରାଯାଇଛି। ସାଧାରଣତଃ ବର୍ଷ ସାରା ନାଲି, ଗେରୁଆ, ହଳଦିଆ ବସ୍ତ୍ର ପିନ୍ଧୁଥିବା ପୂଜକମାନେ ଧବଳମୁଖୀ ବେଶ ଅବସରରେ ଧଳା ବସ୍ତ୍ର ପିନ୍ଧିବାକୁ ସମସ୍ତେ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri