Posted inଫୁରସତ

ଲାଲ୍‌ ଗଣପତିଙ୍କୁ ପୂଜା କଲେ ହୁଏ ସର୍ବ କାର୍ଯ୍ୟ ସିଦ୍ଧି…

ଲାଲ୍‌ ରଙ୍ଗ ଅର୍ଥାତ୍‌ ସିନ୍ଦୁରିଆ ଗଣପତିଙ୍କୁ ପୂଜା କଲେ ସର୍ବ କାର୍ଯ୍ୟ ସିଦ୍ଧି ହୋଇଥାଏ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ଲମ୍ବୋଦରଙ୍କୁ ପୁଷ୍ପ, ଧୂପ, ଦୀପ, କର୍ପୂର, କୁଙ୍କୁମ, ଲାଲ୍‌ ସୂତା, ଚନ୍ଦନ ଓ ମୋଦକ ଲାଗି କଲେ ସେ ପ୍ରସନ୍ନ ହୋଇଥାନ୍ତି। ଲାଲ୍‌ କପଡା ଉପରେ ସିନ୍ଦୁରିଆ ଶ୍ରୀଗଣେଶଙ୍କୁ ସ୍ଥାପନା କରି ଦୀପ ଓ ଧୂପ ଜଳାଇ ପୂଜା କରିବା ସହିତ ଦୁବ ଲାଗି କରାଇବା ପାଇଁ ଶାସ୍ତ୍ରରେ ନିର୍ଦ୍ଦେଶ ରହିଛି । ପୂଜା ସରିବା ପରେ ଶ୍ରୀଗଣେଶଙ୍କୁ ମୋଦକ ଲାଗି କଲେ ସେ ସନ୍ତୁଷ୍ଟ ହୋଇଥାନ୍ତି। ମୋଦକ ଶ୍ରୀଗଣେଶଙ୍କର ଅତି ପ୍ରିୟ। ପୂଜା ସମୟରେ ଓଁ ଶ୍ରୀ ଗଂ ଗଣପତୟେ ନମଃ ମନ୍ତ୍ର ୧୦୮ ଥର ଜପ କରିବା ଦ୍ୱାରା ବିଶେଷ ଫଳ ପ୍ରାପ୍ତି ହୋଇଥାଏ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ବାମ ପଟକୁ ଶୁଣ୍ଢ ଥିବା ଗଣପତିଙ୍କୁ ସହଜରେ ସନ୍ତୁଷ୍ଟ କରି ହୋଇଥାଏ। ତେବେ ଡାହାଣ ପଟକୁ ଶୁଣ୍ଢ ଥିବା ଶ୍ରୀଗଣେଶ ସୂର୍ଯ୍ୟଙ୍କ ଶକ୍ତି ଧାରଣ କରିଥାନ୍ତି। ତାଙ୍କ ପାଇଁ ନିଷ୍ଠାର ସହିତ ପୂଜା କରିବା ଆବଶ୍ୟକ। ତେଣୁ ଡାହାଣ ପଟକୁ ଶୁଣ୍ଢ ଥିବା ଗଣପତିଙ୍କ ମୂର୍ତ୍ତି ସାଧକମାନଙ୍କ ଲାଗି ଉପଯୋଗୀ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri