Posted inଫୁରସତ

ଗଛକୁ ପୂଜା କଲେ ମାନସିକ ହେଉଛି ପୂରଣ …

ଛତିଶଗଡ଼ର ବାଲ୍କୋ ବନଖଣ୍ଡ ଅଞ୍ଚଳର କୋରଓ୍ବା ବ୍ଲକ୍‌ର ସତରେଙ୍ଗା ଗାଁରେ ରହିଛି ୧୪ ଶହ ବର୍ଷର ଏକ ଶାଳ ଗଛ। ଏଠାକାର ବାସିନ୍ଦା ଏହି ଗଛକୁ ଦେବତା ଭଳି ପୂଜା କରିଥାନ୍ତି। ବିବାହ ତଥା ବିଭିନ୍ନ ପର୍ବପର୍ବାଣିରେ ଗଛ ନିକଟରେ ପୂଜା କରନ୍ତି ଗ୍ରାମବାସୀ। ଏହି ଗଛର ଉଚ୍ଚତା ୨୮ ମିଟର ଓ ଗୋଲେଇ ୨୮ଫୁଟ ୨ ଇଞ୍ଚ। ଏହାକୁ ବନଖଣ୍ଡ କର୍ମଚାରୀମାନେ ୨୦୦୬ରେ ଚିହ୍ନଟ କରିଥିଲେ। ଏହାର ବୟସ ଜାଣିବା ପାଇଁ ଗଛର କେତେକ ସଂଗୃହୀତ ନମୂନା ଡେରାଡୁନ୍‌ ସ୍ଥିତ ବନ ଗବେଷଣା ବିଭାଗକୁ ପଠାଯାଇଥିଲା। ଗବେଷଣାରୁ ଜଣାପଡିଥିଲା ଗଛଟିର ବୟସ ୧୪ଶହ ବର୍ଷରୁ ଅଧିକ ହେବ। ତେବେ ଶାଳ ଗଛର ଆୟୁଷ ୨ ହଜାର ବର୍ଷ ହୋଇଥାଏ ବୋଲି ଡେରାଡୁନ୍‌ ସ୍ଥିତ ବନ ଗବେଷଣା ବିଭାଗ ପକ୍ଷରୁ ସୂଚିତ କରାଯାଇଥିଲା। ଏହି ଗଛକୁ ଦେଖିବାକୁ ଦେଶ ବିଦେଶରୁ ଅନେକ ପର୍ଯ୍ୟଟକ ଆସୁଛନ୍ତି। ଆଉ ଏଠାରେ ଗାଁ ଲୋକେ ବିଭିନ୍ନ ମାନସିକ ପୂଜା ମଧ୍ୟ କରିଥାନ୍ତି। ଏଭଳି କରିବା ଦ୍ୱାରା ଲୋକଙ୍କ ମାନସିକ ପୂରଣ ହେଉଥିବା ଗ୍ରାମବାସୀ କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ

ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା…

ସ୍ତ୍ରୀଙ୍କ ଆଖି ଆଗରେ ସ୍ବାମୀଙ୍କୁ ଦଳି ମାରିଦେଲା ହାତୀ

ଲାଞ୍ଜିଗଡ଼,୫ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜର ଲାଞ୍ଜିଗଡ ସେକ୍ସନ ଅନ୍ତର୍ଗତ କାଣ୍ଡଗୁଡା ଗାଁ ନିକଟରେ ସୋମବାର ହାତୀ ଆକ୍ରମଣରେ ପୁଣି ଜଣଙ୍କର…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ଶାରଦୀୟ ଷୋଳପୂଜାର ତୃତୀୟ ଦିନ: ଚନ୍ଦ୍ରଘଣ୍ଟା ବେଶରେ ଦେଲେ ମା’ ବନଦୁର୍ଗା

ନିରାକାରପୁର,୫।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତ ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ଶାରଦୀୟ ପାର୍ବଣର ଷୋଳପୂଜା ଆରମ୍ଭ ହୋଇଯାଇଛି। ସୋମବାର ପୂଜାର…

କଣ୍ଟିଆପଡ଼ାରେ ‘ସେବା ସେତୁ’ ଅଭିଯାନ

ପାଟଣା, ୫/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ସଭାଗୃହରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଡିଓ…

୮ ତାରିଖ ଚକା ବନ୍ଦ ପାଳନକୁ ମିଳିଲା ବଡ଼ ସମର୍ଥନ 

ସୁନାବେଡ଼ା, ୫।୧୦(କୃତ୍ତିବାସ ପ୍ରଧାନ): ଚଳିତ ମାସ ୮ ତାରିଖରେ ଇଣ୍ଡି ମେଣ୍ଟ ପକ୍ଷରୁ ଓଡ଼ିଶାରେ ୧୨ ଘଣ୍ଟିଆ ବନ୍ଦ ପାଳନ ପାଇଁ ଆହ୍ବାନ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?