ମଙ୍ଗଳା ପୂଜା ସାରି ଫେରିବା ବେଳେ ଟଳି ପଡ଼ିଲେ ପୂଜକ

ଆନନ୍ଦପୁର,୨।୪(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଶାସଙ୍ଗ ଗ୍ରାମରେ ବୁଧବାର ଦିନ ମଙ୍ଗଳା ପର୍ବର କଳସ ବିସର୍ଜନ ସାରି ଫେରିବା ବେଳେ ଟଳି ପଡିଲେ ପୂଜକ । ଗ୍ରାମବାସୀମାନେ ତାଙ୍କୁ ତୁରନ୍ତ ଆନନ୍ଦପୁର ଉପଖଣ୍ଡ ଡ଼ାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିବା ବେଳେ ଡାକ୍ତର ତାକୁ ମୃତ ଘୋଷଣା କରିଛନ୍ତି। ମୃତକ ହେଉଛନ୍ତି ଆନନ୍ଦପୁର ଥାନା କଣ୍ଠିଆଡି ଗ୍ରାମର ୮୨ବର୍ଷୀୟ ଭାଗିରଥି ଦେହୁରୀ ବୋଲି ଜଣା ପଡିଛି।
ପ୍ରଚଣ୍ଡ ରୌଦ୍ରତାପ ସମୟରେ ଘଟଣା ଘଟିଥିବାରୁ ପରିବାର ଲୋକେ ଅଂଶୁଘାତରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ଥାନାରେ ଅଭିଯୋଗ କରିଛନ୍ତି। ଖବର ପାଇ ନନ୍ଦିପଦା ପୋଲିସ ଆନନ୍ଦପୁର ଡ଼ାକ୍ତରଖାନାରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

SCB ଅଗ୍ନିକାଣ୍ଡ: ମୃତକଙ୍କ ମିଳିଲା ପରିଚୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏହି ଅଗ୍ନିକାଣ୍ଡରେ ୧୦…

ନକଲି ପୋଲିସକୁ ଧରିଲା ଅସଲି ପୋଲିସ: ଓଡ଼ିଶା ପୋଲିସ ଲେଖାଥିବା ଡ୍ରେସ୍ ପିନ୍ଧି…

ଅତାବିରା,୧୬ା୩(ଯୁଧିଷ୍ଠିର ମହାପାତ୍ର):ଅତାବିରା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଅଞ୍ଚଳରେ ରବିବାର ନକଲି ପୋଲିସ ଭାବରେ ବୁଲୁଥିବା ଜଣେ ବ୍ୟକ୍ତିଙ୍କୁ ସ୍ଥାନୀୟ ପୋଲିସ ଗିରଫ କରିଛି। ଗିରଫ ନକଲି…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟ ସେବା: ଥୁଆମୂଳ ରାମପୁର CHCରେ ଅବ୍ୟବସ୍ଥାର ଚିତ୍ର

ଥୁଆମୂଳ ରାମପୁର, ୧୬।୩:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତ୍ୟନ୍ତ ଦୁର୍ଗମ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର (CHC) ଏବେ ଅବ୍ୟବସ୍ଥାର ବଳୟରେ। ମେଡିକାଲ ସମ୍ମୁଖର ସୂଚନା…

ଅଲିଭ ରିଡଲେଙ୍କ ଅଣ୍ଡାଦାନ ପର୍ବ ଆରମ୍ଭ: ୧୦ ହଜାର କଇଁଛଙ୍କ ଗଣ ଅଣ୍ଡାଦାନ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଚଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ଅଲିଭ…

SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ…

SCBରେ ବଡ଼ଧରଣର ଅଗ୍ନିକାଣ୍ଡ: ୧୦ ମୃତ, ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା…

ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତତ୍ପର ହେଲା ଯୋଗାଣ ବିଭାଗ, ଗୋଟିଏ ଘରୁ ଜବତ ହେଲା ୨୧ ଗ୍ୟାସ ସିଲିଣ୍ଡର

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରନ୍ଧନ ଗ୍ୟାସର କଳାବଜାର ଚାଲିଥିବା ଅଭିଯୋଗ ହୋଇଛି। ତେବେ ଏଭଳି କଳାବଜାର ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲାପାଳ ଆଦିତ୍ୟ ଗୋୟଲ…

କଳିଙ୍ଗା ଘାଟିରେ କୁଆପଥର ବର୍ଷା, କିଛି ସମୟ ପାଇଁ ଠପ୍ ହେଲା ଯାତାୟତ

ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଅଞ୍ଚଳରେ ରବିବାର ଦିନବେଳା କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ପ୍ରାୟ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri