ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ,ଏବିଡ଼ିଓ ଭବାନୀ ଶଙ୍କର ପ୍ରଧାନ,ଏନଏସି ଇଓ ଅପର୍ଣ୍ଣା ଡାଙ୍ଗୁଆ, ଏନଏସି ଅଧକ୍ଷା ପ୍ରତିଭା ପାଢ଼ୀ, ବ୍ଲକ ଅଧକ୍ଷା ସୁସ୍ମିତା ପାହାନ,ଏପିଓ ବ୍ରଜ କିଶୋର ବେହେରା, ନରେଗା ଆସିଷ୍ଟାଣ୍ଟ ମlମି ସାହୁ,ବିଏଲସି ଭାନୁଲତା ଜେନା,ବିଏସଏସଓ ଜଗଦିଶ ବେହେରା ପ୍ରମୁଖ ଜୟଶ୍ରୀ ଛକ ସ୍ଥିତ ସୁବାଷ ଚନ୍ଦ୍ର ବୋଷ, ଲବଣ ସତ୍ୟାଗ୍ରହ ଜାତିର ଜନକ ମହାତ୍ମା ଗାନ୍ଧୀ, ମଧୁସୂଦନ ଦାସ, ସୱାମୀ ବିବେକାନନ୍ଦ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟ ଅର୍ପଣ ସହ ସ୍ମୃତି ଚlରଣ କରାଯାଇଥିଲା l ଓଡ଼ିଶା ମୋ ଓଡ଼ିଶା ସଙ୍ଗୀତର ମୂର୍ଚ୍ଛନାରେ ପ୍ରକମ୍ପିତ ହୋଇଥିଲା ସହର।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri