Posted inଖେଳ

ବ୍ରୋଞ୍ଚ ଜିତିଲେ ବଜରଙ୍ଗ

ଚିବା,୭।୮: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ରେସଲର ବଜରଙ୍ଗ ପୁନିଆ ଶନିବାର ବ୍ରୋଞ୍ଚ ପଦକ ଜିତିଛନ୍ତି। ସେ କାଜାଖସ୍ତାନର ଖେଳାଳି ଡୁଲେଟ୍‌ ନିୟାଜବେକୋଭଙ୍କୁ ୮-୦ରେ ପରାସ୍ତ କରିଛନ୍ତି।

ପାରମ୍ପରିକ ଲେଗ୍‌ ଡିଫେନ୍ସ ଦୁର୍ବଳତା ଯୋଗୁ ସେ ୬୫ କେଜି ପୁରୁଷ ଫ୍ରିଷ୍ଟାଇଲ୍‌ କୁସ୍ତିର ସେମିଫାଇନାଲରେ ହାରି ଯାଇଥିଲେ। ଫଳରେ ସେ ଶନିବାର ବ୍ରୋଞ୍ଚ ପଦକ ପାଇଁ ଲଢ଼ିଥିଲେ।

ତେବେ ଚଳିତ ଅଲିମ୍ପିକ୍ସରେ ରହି ଦହିୟା ୫୭ କେଜି ବିଭାଗରେ ରୋପ୍ୟ ପଦକ ପାଇସାରିଛନ୍ତି। ସେହିଭଳି ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ ସୁଶୀଲ କୁମାର ରୋପ୍ୟ ଏବଂ ଯୋଗେଶ୍ୱର ଦତ୍ତ ବ୍ରୋଞ୍ଚ ପଦକ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ରୀଡ଼ା ମନ୍ତ୍ରୀ ଖେଳିବେ ରଣଜୀ ଟ୍ରଫି

କୋଲକତା,୪।୧:ଚଳିତ ବର୍ଷର ରଣଜୀ ଟ୍ରଫି ପାଇଁ ପଶ୍ଚିମବଙ୍ଗ ନିଜର ଦଳ ଘୋଷଣା କରିଛି। ପୂର୍ବତନ ଅଧିନାୟକ ମନୋଜ ତିୱାରୀଙ୍କ ନାମ ମଧ୍ୟ ୨୧ ସଦସ୍ୟ ବିଶିଷ୍ଟ...

ଓଡ଼ିଶାର ଦୀପ୍‌ଗ୍ରେସ୍‌ ଉପ ଅଧିନାୟିକା

ନୂଆଦିଲ୍ଲୀ, ୧୦।୧୧: ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ପକ୍ଷରୁ ପ୍ରଥମଥର ପାଇଁ ମହିଳା ନେସନ୍ସ କପ୍‌ ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଯାଉଛି। ସ୍ପେନ୍‌ର ଭାଲେନ୍ସିଆଠାରେ ଏହା...

ଶତକ ନ ମାରି ବି କ୍ରିକେଟରେ ସର୍ବାଧିକ ରନ୍‌ କରିଛନ୍ତି ଏହି ଖେଳାଳି: ଆଜି ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୧।୧: କ୍ରିକେଟ ଇତିହାସରେ ଅନେକ ଖେଳାଳି ଏଭଳି ଅଛନ୍ତି ଯିଏ ନିଜର ଅଜବ ରେକର୍ଡକୁ ନେଇ ଆଜିବି ପରିଚିତ। ସେଭଳି ଜଣେ ହେଲେ ଅଷ୍ଟ୍ରେଲିଆର ଅଭିଜ୍ଞ...

ଟିମ୍‌ ଇଣ୍ଡିଆ ପାଇଁ ରେକର୍ଡ ମ୍ୟାଚ୍‌

ଅହମ୍ମଦାବାଦ୍‌,୪।୨: ଆସନ୍ତା ୬ ତାରିଖରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଓହ୍ଲାଇବା କ୍ଷଣି ଏକ ସ୍ବତନ୍ତ୍ର ରେକର୍ଡ କରିବ ଟିମ୍‌...

ଦକ୍ଷିଣ ଆଫ୍ରିକାକୁ ହରାଇଲା ପାକିସ୍ତାନ

ଲଣ୍ଡନ,୨୪।୬(ପି.ଟି.)- ଶେଷରେ ପାକିସ୍ତାନ ଜୋରଦାର୍‌ ପ୍ରତ୍ୟାବର୍ତ୍ତନ ସହ ବିଶ୍ୱକପ୍‌ର ୩୦ତମ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୪୯ ରନରେ ପରାସ୍ତ କରି ତା’ର ସେମିଫାଇନାଲର କ୍ଷୀଣ ଆଶାକୁ...

ସେମିରେ ଫେଡ୍‌ରର

ହାଲେ (ଜର୍ମାନୀ),୨୨।୬(ଏଏଫ୍‌ପି): ରୋଜର ଫେଡ୍‌ରର ଏକ ତିନି ସେଟ୍‌ ବିଶିଷ୍ଟ ମ୍ୟାଚ୍‌କୁ ଜିତି ଏଠାରେ ଚାଲିଥିବା ହାଲେ ଓପନ ଏଟିପି ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି।...

ରାହୁଲ-ଆଥିଆଙ୍କ ବିବାହକୁ ମୋବାଇଲ୍‌ ମନା

ଷ୍ଟାର ଇଣ୍ଡିଆନ କ୍ରିକେଟର କେ.ଏଲ ରାହୁଲ ଏବଂ ବଲିଉଡର ଅଭିନେତ୍ରୀ ଆଥିଆ ଶେଟ୍ଟି ଜାନୁଆରୀ ୨୩ରେ ବିବାହ ବନ୍ଧନରେ ଆବଦ୍ଧ ହେବେ। ଚାନ୍ଦଲାସ୍ଥିତ ସୁନୀଲ ଶେଟ୍ଟୀଙ୍କ...

ଦକ୍ଷିଣ ଆଫ୍ରିକା ସେମିରେ

କେପ୍‌ଟାଉନ୍‌,୨୩ା୨(ପି.ଟି.): ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ମହିଳା ଟି୨୦ ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିଛି ଆୟୋଜକ ଦଳ। ଅନ୍ତିମ ଗ୍ରୁପ୍‌ ମ୍ୟାଚରେ ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ...

Advertisement
Archives

Model This Week