Posted inଖେଳ

ବିଶ୍ୱକପ୍‌ରେ ଭାଗ ନେବେ ରେସ୍‌ଲର ନରସିଂହ

ନୂଆଦିଲ୍ଲୀ, ୫ା୧୨ (ପି.ଟି.)-କୋଭିଡ୍‌ ଟେଷ୍ଟରେ ନେଗେଟିଭ ଆସିବା ପରେ ସର୍ବିୟାରେ ହେବାକୁଥିବା ଆଗାମୀ ବିଶ୍ୱକପ୍‌ରେ ରେସ୍‌ଲର ନରସିଂହ ଯାଦବଙ୍କ ଅଂଶଗ୍ରହଣ ଶୁକ୍ରବାର ସ୍ପଷ୍ଟ ହୋଇଛି। ଡୋପିଂ ପାଇଁ ୪ ବର୍ଷ ବାସନ୍ଦ ଦଣ୍ଡ ଭୋଗି ସାରିବା ପରେ ପ୍ରତିଯୋଗିତମୂଳକ ରେସ୍‌ଲିଂକୁ ଫେରିବେ ଏହି ଭାରତୀୟ ରେସ୍‌ଲର। ୭୪କେଜି ଶ୍ରେଣୀରେ ଜିତେନ୍ଦର କିନ୍‌ହାଙ୍କ ସ୍ଥାନରେ ନରସିଂହଙ୍କୁ ଭାରତୀୟ ଦଳରେ ସ୍ଥାନ ମିଳିଥିଲା। ମାତ୍ର କୋଭିଡ୍‌ ଟେଷ୍ଟରେ ପଜିଟିଭ ପରେ ପ୍ରତିଯୋଗିତାରେ ଅଂଶଗ୍ରହଣ ନେଇ ସନ୍ଦେହ ସୃଷ୍ଟି ହୋଇଥିଲା। ଡିସେମ୍ବର ୧୪ରେ ସେ ପୁରୁଷ ଫ୍ରିଷ୍ଟାଇଲ ଦଳ ସହ ବେଲଗ୍ରେଡ୍‌ ଗସ୍ତ କରିବେ ବୋଲି ରେସ୍‌ଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ(ଡବ୍ଲ୍ୟୁଏଫ୍‌ଆଇ) ସୂଚନା ଦେଇଛି। ସର୍ବିୟାରେ ଭଲ ପ୍ରଦର୍ଶନ ନେଇ ନରସିଂହ ଆଶାବାଦୀ। ବଜରଙ୍ଗ ପୁନିଆ ଓ ଭିନେଶ ଫୋଗତଙ୍କ ସମେତ ବହୁ ଟପ୍‌ ରେସଲର ଇଭେଣ୍ଟରୁ ଓହରିଯାଇଛନ୍ତି। କିନ୍ତୁ ନରସିଂହଙ୍କ ଅଂଶଗ୍ରହଣ ଯୋଗୁ ଡିସେମ୍ବର ୧୨ରୁ ୧୮ପର୍ଯ୍ୟନ୍ତ ହେବାକୁଥିବା ବିଶ୍ୱକପ୍‌ରେ ଭାରତର ପଦକ ସମ୍ଭାବନା ଦେଖା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri