Posted inଖେଳ

ବିଶ୍ୱର ନଂ ୧ ର଼୍ୟାଙ୍କକୁ ଫେରିଲେ ରେସଲର ଭିନେଶ

ରୋମ,୭।୩ : ଦୁଇ ସପ୍ତାହରେ ଦୁଇଟି ସ୍ବର୍ଣ୍ଣ ପଦକ ହାତେଇଥିବା ଷ୍ଟାର ଭାରତୀୟ ରେସଲର ଭିନେଶ ଫୋଗଟ୍‌ ତାଙ୍କ ଓଜନ ବର୍ଗରେ ନଂ ୧ ର଼୍ୟାଙ୍କକୁ ଫେରିପାଇଛନ୍ତି। ଏକମାତ୍ର ଭାରତୀୟ ମହିଳା ରେସଲର ଭାବେ ଟୋକିଓ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଥିବା ଭିନେଶ ମାଟେଓ ପେଲାକୋନ ର଼୍ୟାଙ୍କିଙ୍ଗ୍‌ ସିରିଜ୍‌ରେ ୫୩ କେଜି ବର୍ଗର ଫାଇନାଲରେ ୪-୦ ବ୍ୟବଧାନରେ କାନାଡାର ଡାଇନା ମ୍ୟାରି ହେଲେନଙ୍କୁ ହରାଇ ଦେଇଥିଲେ। ବିଶ୍ୱର ୩ୟ ର଼୍ୟାଙ୍କ ଖେଳାଳି ଭାବେ ଟୁର୍ନାମେଣ୍ଟରେ ଭାଗ ନେଇଥିଲେ ୨୬ ବର୍ଷୀୟା ଫୋଗଟ୍‌। ପୂରା ଟୁର୍ନାମେଣ୍ଟରେ ତାଙ୍କ ବିରୋଧରେ କୌଣସି ଖେଳାଳି ସ୍କୋର ପରିପାରି ନ ଥିଲେ ଗୋଟିଏ ହେଲେ ପଏଣ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?