ବ୍ରିଜ ଭୂଷଣଙ୍କ ବିରୋଧରେ ଦୁଇଟି ଏଫଆଇଆର, ନିର୍ଯ୍ୟାତନା, ବ୍ୟାଡ ଟଚ ସମେତ ୧୦ ଅଭିଯୋଗ

ନୂଆଦିଲ୍ଲୀ,୨।୬: ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଦୁଇଟି ଏଫଆଇଆର ଦିଆଯାଇଛି। ଏଫଆଇଆରରେ ବ୍ରିଜ ଭୂଷଣଙ୍କ ବିରୋଧରେ ନିର୍ଯ୍ୟାତନା, ଯୌନ ଉତ୍ପିଡନର ଏକ କି ଦୁଇ ନୁହେଁ ବରଂ ୧୦ଟି ମାମଲା ଉଲ୍ଲେଖ କରାଯାଇଛି। ଏଥିରେ ବ୍ରିଜ ଭୂଷଣଙ୍କ ବିରୋଧରେ ଯୌନ ସମ୍ପର୍କ ରଖିବାକୁ ଚାପ ପକାଇବା ଅଭିଯୋଗ ରହିଛି। ଖେଳାଳିମାନେ କହିଛନ୍ତି ବ୍ରିଜ ଭୂଷଣ ଅନେକଥର ସେମାନଙ୍କ ସହ ଖରାପ ବ୍ୟବହାର କରିଛନ୍ତି।

ଅଭିଯୋଗରେ ଭୁଲ ଭାବରେ ସ୍ପର୍ଶ କରିବା, କୌଣସି ବାହାନାରେ ଛାତି ଉପରେ ହାତ ରଖିବାକୁ ଚେଷ୍ଟା କରିବା କିମ୍ବା ହାତ ରଖିବା, ଛାତିରୁ ପଛକୁ ହାତ ଧରିବା ଅନ୍ତର୍ଭୁକ୍ତ। ମହିଳା କୁସ୍ତିଯୋଦ୍ଧାମାନେ ୨୧ଏପ୍ରିଲରେ କନ୍ନାଟ ପ୍ଲେସ ପୋଲିସ ଷ୍ଟେସନରେ ବ୍ରିଜ ଭୂଷଣଙ୍କ ବିରୋଧରେ ଅଭିଯୋଗ କରିଥିଲେ। କୁସ୍ତିଯୋଦ୍ଧାମାନେ ସୁପ୍ରିମକୋର୍ଟ ଯିବା ପରେ ଦିଲ୍ଲୀ ପୋଲିସ୨୮ ଏପ୍ରିଲରେ ଦୁଇଟି ପୃଥକ ଏଫଆଇଆର୍‌ ପଞ୍ଜିକରଣ କରିଥିଲା। ଏହି ଉଭୟ ଏଫଆଇଆରର କପି ସାମ୍ନାକୁ ଆସିଛ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri