Posted inଜାତୀୟ

ରେସଲରଙ୍କ ସହ ବୁଧବାର ହୋଇଥିବା ଘଟଣାକୁ ନେଇ ଭାଜପା ଉପରେ ବର୍ଷିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୪।୫: ରାଜଧାନୀ ଦିଲ୍ଲୀର ଜନ୍ତର ମନ୍ତରରେ ଧାରଣାରେ ବସିଥିବା ମହିଳା ରେସଲରଙ୍କ ସହ ବୁଧବାର ପୋଲିସର ଧକ୍କା ମରାକୁ ନେଇ ରାହୁଲ ଗାନ୍ଧୀ ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ଖୁବ ବର୍ଷିଛନ୍ତି। ସେ କହିଛନ୍ତି ଦେଶର ଖେଳାଳିଙ୍କ ସହ ଏଭଳି ବ୍ୟବହାର ଅତ୍ୟନ୍ତ ନିନ୍ଦନୀୟ। ବେଟି ବଚାଓ ଅସଲରେ ଏକ ପ୍ରହସନ। ଭାଜପା ଦେଶର କନ୍ୟାଙ୍କ ସହ ଅତ୍ୟାଚାର କରିବାକୁ କେବେ ପଛଘୁଞ୍ଚା ଦେଇ ନ ଥାଏ।

ସୂଚନାଯୋଗ୍ୟ, ଜନ୍ତର ମନ୍ତରରେ ଧାରଣାରେ ବସିଥିବା ରେସଲରଙ୍କ ସହ ବୁଧବାର ରାତିରେ ପୋଲିସ ପକ୍ଷରୁ ଧକ୍କାମରା ହୋଇଛି। ଏହାପରେ ଗୁରୁବାର ସକାଳେ ରେସଲରମାନେ ଏକ ପ୍ରେସ କନଫରେନ୍ସ କରି କହିଛନ୍ତି କି ଆମ ଲଢେଇ ସରକାରଙ୍କ ସହ ନୁହେଁ ବରଂ କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂଙ୍କ ସହ। ବ୍ରିଜ ଭୂଷଣଙ୍କ ନାଁରେ ଯୌନ ଉତ୍ପିଡନ ଅଭିଯୋଗ ଆଣି ଏହି ମହିଳା ରେସଲର ମାନେ ଧାରଣାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri