Posted inଜାତୀୟ

ଅନୁରାଗ ଠାକୁରଙ୍କ ଘରେ ପହଞ୍ଚିଲେ ବଜରଙ୍ଗ ପୁନିଆ, ରାକେଶ ଟିକାଏତ୍‌

ନୂଆଦିଲ୍ଲୀ,୭।୬: ରେସଲର ବଜରଙ୍ଗ ପୁନିଆ କୃଷକ ନେତା ରାକେଶ ଟିକାଏତ୍‌ଙ୍କ ସହ ବୁଧବାର କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁରଙ୍କ ଘରେ ପହଞ୍ଚିଛନ୍ତି। ବଜରଙ୍ଗ ପୁନିଆ ଏବଂ ରାକେଶ ଟିକାଇଟଙ୍କ କିଛି ସମୟ ପରେ ସାକ୍ଷୀ ମଲିକ ଏବଂ ତାଙ୍କ ସୱାମୀ ସତ୍ୟଭ୍ରତ କାଦିୟାନ ମଧ୍ୟ ଅନୁରାଗ ଠାକୁରଙ୍କ ଘରେ ପହଞ୍ଚିଥିବା ଜଣାପଡିଛି।
ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ମଙ୍ଗଳବାର ଦିନ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ବ୍ରିଜ୍‌ଭୂଷଣଙ୍କ ବିରୋଧରେ ଆନ୍ଦୋଳନ କରୁଥିବା କୁସ୍ତିଯୋଦ୍ଧାଙ୍କ ସହ ଆଲୋଚନା ପାଇଁ ନିମନ୍ତ୍ରଣ ପଠାଇଥିଲେ। ଅନୁରାଗ ଠାକୁର ଟୁଇଟ କରି କହିଥିଲେ, କୁସ୍ତିଯୋଦ୍ଧାମାନଙ୍କ ସହ ଆଲୋଚନା କରିବାକୁ ସରକାର ପ୍ରସ୍ତୁତ ଅଛନ୍ତି। ସେଥିପାଇଁ ମୁଁ ପୁନର୍ବାର କୁସ୍ତିଯୋଦ୍ଧାଙ୍କୁ ନିମନ୍ତ୍ରଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?