Posted inଜାତୀୟ

‘ଅନେକ ପ୍ରମାଣ ଅଛି, ଏବେ କ’ଣ ଚାହୁଁଛନ୍ତି’, ଦିଲ୍ଲୀ ପୋଲିସକୁ ବଜରଙ୍ଗ ପୁନିଆଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୧୨।୬: ରେସଲିଂ ଫେଡେରେଶନ ଅଫ ଇଣ୍ଡିଆର ପୂର୍ବତନ ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ବିରୋଧରେ କୁସ୍ତିଯୋଦ୍ଧାଙ୍କ ବିରୋଧ ଜାରି ରହିଛି। ବର୍ତ୍ତମାନ କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ ବ୍ରିଜ୍‌ଭୂଷଣ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବିଳମ୍ବ ଉପରେ ପ୍ରଶ୍ନ କରିଛନ୍ତି। ପୁନିଆ କହିଛନ୍ତି ଯେ, ବ୍ରିଜ୍‌ଭୂଷଣଙ୍କ ବିରୋଧରେ ଅନେକ ପ୍ରମାଣ ଅଛି। ଆପଣ ବର୍ତ୍ତମାନ କଣ ଚାହୁଁଛନ୍ତି?

ବଜରଙ୍ଗ ପୁନିଆ କୁରୁକ୍ଷେତ୍ରରେ ପହଞ୍ଚି କୃଷକମାନଙ୍କୁ ସମର୍ଥନ ଜଣାଇଛନ୍ତି। ହରିୟାଣାରେ ସର୍ବନିମ୍ନ ସହାୟତା ମୂଲ୍ୟ (ଏମଏସପି) ଲାଗୁ କରିବାକୁ ଚାଷୀମାନେ ଆନ୍ଦୋଳନ କରୁଛନ୍ତି। ମଞ୍ଚରୁ କୃଷକମାନଙ୍କୁ ସମ୍ବୋଧିତ କରି ବଜରଙ୍ଗ ପୁନିଆ କହିଛନ୍ତି, ମୁଁ ସରକାରଙ୍କୁ ନିବେଦନ କରୁଛି ଯେ କୃଷକମାନଙ୍କୁ ଫସଲର ସର୍ବନିମ୍ନ ମୂଲ୍ୟ ଜରୁରୀ ମିଳିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri