ଜନ୍ତର ମନ୍ତରରେ ଉତ୍ତେଜନା, କେତେଜଣ କୁସ୍ତିଯୋଦ୍ଧା ଅଟକ, ବଜରଙ୍ଗ ପୁନିଆ କହିଲେ ଆମକୁ ଗୁଳି କର

ନୂଆଦିଲ୍ଲୀ,୨୮।୫: ଦିଲ୍ଲୀର ଜନ୍ତର ମନ୍ତରରେ ନୂଆ ସଂସଦ ଭବନ ସାମ୍ନାରେ ରେସଲରମାନେ ମହାପଞ୍ଚାୟତ କରିବାକୁ ଯାଉଥିବା ସମୟରେ ପୋଲିସ ସେମାନଙ୍କୁ ଅଟକାଇ ଦେଇଛି। ଏହାପରେ ସେଠାରେ ଉତ୍ତେଜନା ପରିସ୍ଥିତି ଉପୁଜିଛି। କୁସ୍ତିଯୋଦ୍ଧାମାନେ ପୋଲିସ ବାରିକେଡକୁ ପାର ହୋଇ ଯିବାକୁ ଚେଷ୍ଟା କରୁଥିବା ବେଳେ କେତେଜଣଙ୍କୁ ପୋଲିସ ଅଟକ ରଖିଛି। କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ କହିଛନ୍ତି ଆମକୁ ଗୁଳି କରିଦିଅ।
ପୋଲିସ ଅଟକାଇବା ପରେ କୁସ୍ତିଯୋଦ୍ଧାମାନେ କେରଳ ହାଉସ ନିକଟରେ ଧାରଣାରେ ବସିପଡିଛନ୍ତି। ଏଠାରୁ ନୂଆ ସଂସଦ ଭବନ ମାତ୍ର କିଛି ଦୂର। ଏହାପୂର୍ବରୁ କୁସ୍ତିଯୋଦ୍ଧାମାନେ ଦୁଇଟି ବାରିକେଡ ଅତିକ୍ରମ କରି ଏଠାରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri