ଧାରଣାରେ ବସିଥିବା ରେସଲରଙ୍କୁ ଭେଟିଲେ ପ୍ରିୟଙ୍କା, ମୋଦିଙ୍କୁ କଲେ ଟାର୍ଗେଟ

ନୂଆଦିଲ୍ଲୀ,୨୯।୪: କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜଭୂଷଣଙ୍କ ବିରୋଧରେ ରେସଲରଙ୍କ ଧାରଣା ଲଗାତାର ବଡ ରୂପ ନେବାରେ ଲାଗିଛି। ଶନିବାର କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବି ଏହି ଧାରଣାରେ ସାମିଲ ହୋଇଛନ୍ତି। ସେ ରେସଲରଙ୍କ ସହ ପ୍ରାୟ ୧ ଘଣ୍ଟା ସମୟ ବିତାଇଛନ୍ତି। ଏହି ସମୟରେ ସେ ରେସଲରଙ୍କ ଦୁଃଖ ଶୁଣିଛନ୍ତି, ସେମାନଙ୍କୁ ସାନ୍ତ୍ୱନା ଦେଇଛନ୍ତି ଓ ସରକାରଙ୍କୁ ପ୍ରଶ୍ନ ବି କରିଛନ୍ତି। ସେ ପ୍ରଶ୍ନ କରିଛନ୍ତି କି ସରକାର କାହିଁକି ବ୍ରିଜଭୂଷଣଙ୍କୁ ବଞ୍ଚାଉଛନ୍ତି। ଏହାସହ ପ୍ରିୟଙ୍କା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବି ଟାର୍ଗେଟ କରିଛନ୍ତି।

ରେସଲରଙ୍କ ଧାରଣାର ସପ୍ତମ ଦିନରେ ଶନିବାର ସକାଳ ପ୍ରାୟ ୭ଟା ୪୫ରେ ପ୍ରିୟଙ୍କା ରେସଲରଙ୍କ ସହ ସାକ୍ଷାତ କରିଥିଲେ। ସେଠାରେ ସେ ପ୍ରାୟ ୫୦ ମିନିଟ ପର୍ଯ୍ୟନ୍ତ ମହିଳା ରେସଲରଙ୍କ ସହ କଥା ହୋଇଥିଲେ। ସେ ଭିନେଶ ଫୋଗାଟ, ସାକ୍ଷି ମଲିକ ଓ ବଜରଙ୍ଗ ପୁନିୟାଙ୍କ ସହ କଥା ହୋଇଥିଲେ। କଥାବାର୍ତ୍ତା ସମୟରେ ଭିନେଶ ଭାବୁକ ହୋଇଯାଇଥିବା ବେଳେ ପ୍ରିୟଙ୍କା ତାଙ୍କୁ ସାନ୍ତ୍ୱନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଏଇ ଭାରତରେ

ଭାରତରେ ଜଳ ସଙ୍କଟ ବିଷୟ ଆଲୋଚନା କଲାବେଳେ ମହାରାଷ୍ଟ୍ର ଲାଟୁର ଜିଲା ସ୍ଥିତି ସାମ୍ନାକୁ ଆସେ। ତେବେ ଏହି ଜିଲାର ବଂଶଓ୍ବାରଗ୍ରାମର ଗ୍ରାମବାସୀ ଜଳସଙ୍କଟ ଦୂର କରିବାରେ…

ରୋଜଗାରିଆ ଝିଅ ଓ ବେକାର ପୁଅ

ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ।…

ପରିମାଣାତ୍ମକ ନା ଗୁଣାତ୍ମକ ଶିକ୍ଷା

ଥରେ ଜଣେ ରାଜନେତାଙ୍କ ସହିତ ସାକ୍ଷାତ ହେଲା। ପୂର୍ବତନ ଲୋକ ସଭା ସାଂସଦ। ବର୍ତ୍ତମାନର ସରକାରୀ ଦଳର ସେ ଜଣେ ପ୍ରତିଷ୍ଠିତ ନେତା। ବିଭିନ୍ନ ସଭା ସମିତିରେ…

ଯେତିକି ପାରିବ ସେତିକି

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଏବେ ମଣିଷର ପ୍ରତିଟି ପଦକ୍ଷେପକୁ ପରିଚାଳନା କଲାଣି। ପରିବେଶ ପରିସଂସ୍ଥାନକୁ ଇକୋସିଷ୍ଟମ ବୋଲି କହିଥାଉ। ଏବେ ଏଆଇ ଇକୋସିଷ୍ଟମ…

ପାଠ ପଢ଼ାଇଲେ, ଆଡ୍‌ମିଟ୍‌ କାର୍ଡ ଦେଲେନି: ସିବିଏସ୍‌ଇ ୧୦ମ ପରୀକ୍ଷାରୁ ଛାତ୍ର ବଞ୍ଚିତ

ପାରଳାଖେମୁଣ୍ଡି,୧୮ା୨ (ଗିରିଧାରୀ ପରିଚ୍ଛା):ସିବିଏସ୍‌ଇ ମାଟ୍ରିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ହେଲେ ଏକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଗଜପତି ଜିଲା କାଶୀନଗରରେ ଜଣେ ଛାତ୍ର ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri