‘ଦୋଷୀ ସାବ୍ୟସ୍ତ ହେଲେ ଫାଶୀରେ ଝୁଲିପଡିବି’, ଡବ୍ଲୁଏଫଆଇ ମୁଖ୍ୟ କହିଲେ- ମୁଁ କ’ଣ ରାବଣ, ପ୍ରମାଣ ଦେଖାନ୍ତୁ କୁସ୍ତିଯୋଦ୍ଧା

ନୂଆଦିଲ୍ଲୀ,୭।୫: ଡବ୍ଲୁଏଫଆଇର ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ଏକ ବଡ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି କି ତାଙ୍କ ବିରୋଧରେ ଆସିଥିବା ଗୋଟିଏ ବି ଅଭିଯୋଗ ପ୍ରମାଣିତ ହେଲେ ସେ ଫାଶୀରେ ଝୁଲି ପଡିବେ। ସୂଚନାଯୋଗ୍ୟ କିଛିଦିନ ହେବ ମହିଳା ରେସଲରମାନେ ବ୍ରିଜଭୂଷଣଙ୍କ ବିରୋଧରେ ଯୌନ ଉତ୍ପିଡନ ଅଭିଯୋଗ ଆଣି ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଧାରଣାରେ ବସିଥିଲେ। ଏହାକୁୁ ନେଇ ରାଜନୀତି ବି ଆରମ୍ଭ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…

ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି…

ଟି-୨୦ ବିଶ୍ୱକପ୍‌ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ରୋମାଞ୍ଚକ ମ୍ୟାଚ୍ ଖେଳା ଯାଇଥିଲ। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri