Posted inଜାତୀୟ

ବ୍ରଜ୍‌ଭୂଷଣଙ୍କ ମାମଲାରେ ଦାୟର ଚାର୍ଜଶିଟର କପି କୁସ୍ତିଯୋଦ୍ଧାଙ୍କୁ ଦିଆଯାଉ: ଦିଲ୍ଲୀ ପୋଲିସକୁ କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬।୬: କୁସ୍ତିଯୋଦ୍ଧାମାନେ ଡବ୍ଲୁଏଫଆଇର ପୂର୍ବତନ ସଭାପତି ବ୍ରଜ୍‌ଭୂଷଣ ସିଂଙ୍କ ବିରୋଧରେ ଦାୟର କରାଯାଇଥିବା ଚାର୍ଜଶିଟ୍‌ର କପି ଦାବି କରି କୋର୍ଟରେ ଏକ ଆବେଦନ କରିଥିଲେ। ଏହି ପ୍ରସଙ୍ଗରେ ସୋମବାର ଶୁଣାଣି ବେଳେ ରୋଜ ଏଭିନ୍ୟୁ କୋର୍ଟ ମହିଳା ରେସଲରଙ୍କୁ ଦିଲ୍ଲୀ ପୋଲିସ ଦାଖଲ କରିଥିବା ଚାର୍ଜଶିଟର ଏକ କପି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଜୁନ ୧୫ ରେ ଦିଲ୍ଲୀ ପୋଲିସ ପୂର୍ବତନ ଡବ୍ଲୁଏଫଆଇ ଅଧ୍ୟକ୍ଷ ବ୍ରିଜଭୂଷଣଙ୍କ ବିରୋଧରେ ୧୫୦୦ ପୃଷ୍ଠାର ଚାର୍ଜଶିଟ ଦାଖଲ କରିଥିଲା।

ମହିଳା କୁସ୍ତିଯୋଦ୍ଧାମାନେ ପୂର୍ବତନ କୁସ୍ତି ସଂଘର ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ କରିଥିଲେ ଏବଂ ଦୀର୍ଘ ଦିନ ଧରି ବିକ୍ଷୋପ ପଦର୍ଶନ କରିଥିଲେ। ଯାହା ପରେ ତାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ଦିଲ୍ଲୀ ପୋଲିସ ଅନେକ ଲୋକ ଏବଂ ପୀଡିତାଙ୍କ ବିବୃତ୍ତି ରେକର୍ଡ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri