Posted inଜାତୀୟ

ପ୍ରସିଦ୍ଧ କବି ରାହତ ଇନ୍ଦୋରୀ କରୋନା ପଜିଟିଭ

ନୂଆଦିଲ୍ଲୀ,୧୧।୮: ପ୍ରସିଦ୍ଧ ଉର୍ଦ୍ଦୁ କବି ରାହତ ଇନ୍ଦୋରୀ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି। କିଛି ଘଣ୍ଟା ତଳେ ସେ ନିଜ ଫେସବୁକ୍‌ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ଉଭୟ ଫେସବୁକ୍‌ ଓ ଟୁଇଟରରେ ସେ ଲେଖିଛନ୍ତି କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଦେବାରୁ ସେ ଟେଷ୍ଟ କରାଇ ଥିଲେ। ଏବେ ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ଏବେ ସେ ଅରବିନ୍ଦୋ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେ ଲେଖିଛନ୍ତି ସମସ୍ତେ ଭଗବାନଙ୍କୁ ପ୍ରାର୍ଥନା କରନ୍ତୁ ଯେତେଶୀଘ୍ର ମୁଁ ଏହି ରୋଗରୁ ମୁକ୍ତି ପାଇ ହସ୍ପିଟାଲରୁ ଘରକୁ ଫେରେ। ସେ ଆହୁରି ମଧ୍ୟ ଲେଖିଛନ୍ତି ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପରିବାର ଲୋକଙ୍କୁ ମେସେଜ୍‌ ଅବା ଫୋନ୍‌ କରନ୍ତୁ ନାହିଁ। ସ୍ବାସ୍ଥ୍ୟ ସମ୍ପର୍କିତ ସମସ୍ତ ତଥ୍ୟ ସେ ସୋସିଆଲ ମିଡିଆରେ ଅପ୍‌ଡେଟ୍‌ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?