ଭୁଲରେ ବି ମହୁ ସହ ଖାଆନ୍ତୁ ନାହିଁ ଏସବୁ

ମହୁ ସ୍ବାସ୍ଥ୍ୟ ପାଇଁ ଅଧିକ ଉପକାରୀ ହୋଇଥିବା ବେଳେ, ଥଣ୍ଡା ଲାଗି ବରଦାନ ସଦୃଶ ହୋଇଥାଏ। ଥଣ୍ଡା ସମୟରେ ତୁଳସୀପତ୍ରରେ ମହୁ ମିଶାଇ ସେବନ କଲେ ଥଣ୍ଡା କଟିଥାଏ। ତେବେ ଏପରି କେତେକ ଜିନିଷ ଅଛି ଯେଉଁଥିରେ ମହୁ ମିଶାଇ ସେବନ କରିବା ଫଳରେ କ୍ଷତି ଘଟିଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ଗରମ ଜିନିଷ: ମହୁ ଗରମ ହୋଇଥିବାରୁ ଏହାକୁ ଗରମ ଜିନିଷ ସହ ଖାଇବା ଅନୁଚିତ। ଏହା କରିବା ଫଳରେ ପେଟ ଗରମ ହୋଇଯାଇଥାଏ।

ଚାହା, କଫି: ଶର୍ଦ୍ଦି ସମୟରେ ଅନେକ କହିଥାନ୍ତି ଚା କିମ୍ବା କଫି ସହ ମହୁକୁ ମିଶ୍ରଣ କରି ପିଇବାକୁ ମାତ୍ର ଏହା ଠିକ୍‌ ହୋଇ ନ ଥାଏ ଏପରି କରିବା ଫଳରେ ଶରୀର ତାପମାତ୍ରା ବଢ଼ିଥାଏ।

ମୂଳା: ମୂଳା ସହିତ ଏହାକୁ ଖାଇବା ଭୟଙ୍କର ହୋଇଥାଏ। ଏଥିରେ ଶରୀରରେ ଟକ୍ସିନ୍‌ ବଢ଼ିଥାଏ। ଯାହା ଶରୀରର ଅଙ୍ଗକୁ କ୍ଷତି ପହଞ୍ଚାଇଥାଏ।

ଗରମ ପାଣି: ଅନେକ ଓଜନ କମ୍‌ କରିବା ପାଇଁ ଗରମ ପାଣିରେ ମହୁ ମିଶାଇ ପିଇଥାନ୍ତି । ମାତ୍ର ଏପରି କରିବା ଫଳରେ ପେଟ ସମ୍ବନ୍ଧୀୟ ଅନେକ ସମସ୍ୟା ସୃଷ୍ଟି ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri