Posted inଖେଳ

ମନ ଭାଙ୍ଗିଦେଲା ବର୍ଷା

ସାଉଥାମ୍ପଟନ,୧୮ା୬: ମନ ଭାଙ୍ଗିଦେଲା ବର୍ଷା। ଲଗାଣ ବର୍ଷ କାରଣରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍‌ର ପ୍ରଥମ ଦିନ ଖେଳ ସମ୍ଭବ ହୋଇପାରିନାହିଁ। ଏପରି କି ବିନା ଟସ୍‌ରେ ଅଫିସିଆଲଙ୍କୁ ଷ୍ଟମ୍ପ୍ସ ଘୋଷଣା କରିବାକୁ ପଡ଼ିଛି। ମ୍ୟାଚ୍‌ ଲାଗି ଗୁରୁବାର ଭାରତୀୟ ଦଳ ଘୋଷିତ ହୋଇଥିବାବେଳେ ନ୍ୟୁଜିଲାଣ୍ଡ ଦଳ ଏପର୍ଯ୍ୟନ୍ତ ଘୋଷଣା ହୋଇନାହିଁ। ଟସ୍‌ ପଡ଼ି ନ ଥିବାରୁ ଭାରତୀୟ ଦଳରେ ମଧ୍ୟ ପରିବର୍ତ୍ତନ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?