Posted inଖେଳ

ବିବାହ ବନ୍ଧନରେ ବାନ୍ଧି ହେଲେ ଡବ୍ଲ୍ୟୁଡବ୍ଲ୍ୟୁଇର ଏହି ତାରକା

ଫ୍ଲୋରିଡା, ୧୬।୧୦- ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଲୋକପ୍ରିୟ ଡବ୍ଲ୍ୟୁଡବ୍ଲ୍ୟୁଇର ତାରକା ଜନ୍‌ ସିନା। ଗତ ବୁଧବାର ଆମେରିକାର ଫ୍ଲୋରିଡା ସହରରେ ସେ ତାଙ୍କର ପ୍ରେମିକା ଶାୟ ଶରିୟାଟଜାଡେଙ୍କୁ ବିବାହ କରିଛନ୍ତି। ଏହି ବିବାହ ଉତ୍ସବରେ ବହୁ ଚଳଚ୍ଚିତ୍ର ତାରକା, ଡବ୍ଲ୍ୟୁଡବ୍ଲ୍ୟୁଇର ସେଲିବ୍ରେଟି ସାମିଲ ହୋଇଥିଲେ। ୨୦୧୯ ମାର୍ଚ୍ଚ ମାସରୁ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ୨୦୨୦ରେ ଉଭୟେ ବିବାହ କରିଛନ୍ତି।
ସୂଚନାଯୋଗ୍ୟ, ଜନ୍‌ ୧୬ ଥର ବିଶ୍ୱ ରେସଲିଂ ଏଣ୍ଟରଟେନମେଣ୍ଟ ଚାମ୍ପିୟନ ହୋଇଛନ୍ତି। ସେହିପରି ସେ ହଲିଉଡ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରି ବେଶ ଲୋକପ୍ରିୟତା ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଆଥଲେଟ୍‌ଙ୍କ ହେବ ଏସ୍‌ଆରଓ୍ବାଇ ଜେନେ ଟେଷ୍ଟ, ଜାଣନ୍ତୁ…

ନୂଆଦିଲ୍ଲୀ,୨୭ା୨: ଜାତୀୟସ୍ତର ମହିଳା ପ୍ରତିଯୋଗିତାଗୁଡ଼ିକରେ ଯେପରି କେବଳ ବାୟୋଲଜିକାଲ ମହିଳାମାନେ ଅଂଶଗ୍ରହଣ କରିପାରିବେ ତାହାକୁ ନଜରରେ ରଖି ଆଥଲେଟିକ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ପକ୍ଷରୁ ଚଳିତବର୍ଷ…

ସ୍ବଦେଶ ଫେରିଗଲେ ନ୍ୟୁଜିଲାଣ୍ଡର ଏହି ପେସ୍‌ ବୋଲର, ଜାଣନ୍ତୁ…

କଲମ୍ବୋ,୨୭ା୨: ନ୍ୟୁଜିଲାଣ୍ଡ ପେସ୍‌ ବୋଲର ମ୍ୟାଟ୍‌ ହେନ୍‌ରୀଙ୍କୁ ପୈତୃକ ଛୁଟି ମିଳିଛି। ତାଙ୍କ ସ୍ତ୍ରୀ ଦ୍ୱିତୀୟ ସନ୍ତାନର ଜଜନୀ ହେବାକୁ ଯାଉଥିବାରୁ ଇଂଲଣ୍ଡ ବିପକ୍ଷ ଟି୨୦ ବିଶ୍ୱକପ୍‌…

ସେମିଫାଇନାଲରେ କେଉଁ ଦଳ ସହିତ ମୁକାବିଲା କରିବ ଭାରତ? ସମ୍ପୂର୍ଣ୍ଣ ସମୀକରଣ ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୨: ଭାରତୀୟ ଦଳ ମାର୍ଚ୍ଚ ୧ ତାରିଖରେ ଜିମ୍ବାୱେ ବିପକ୍ଷରେ ଟି-୨୦ ବିଶ୍ୱକପ ୨୦୨୬ ସୁପର ୮ରେ ତାର ଶେଷ ମ୍ୟାଚ ଖେଳିବ। ଯଦି ଭାରତୀୟ ଦଳ…

ବାପାଙ୍କ ମୃତ୍ୟୁ ପରେ ରିଙ୍କୁ ସିଂ ପରବର୍ତ୍ତୀ ମ୍ୟାଚ ଖେଳିବେ ନା ନାହିଁ? BCCI ଦେଲା ବଡ଼ ସୂଚନା

ନୂଆଦିଲ୍ଲୀ,୨୭।୨: ଟିମ ଇଣ୍ଡିଆର ଷ୍ଟାର ଖେଳାଳି ରିଙ୍କୁ ସିଂଙ୍କ ପିତା ଖାନଚାନ୍ଦ ସିଂଙ୍କ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡିତ ଥିଲେ।…

ଜିମ୍ବାଓ୍ବେ ବିପକ୍ଷର ବିଜୟ ପଡିଲା ଫିକା? ଟିମ ଇଣ୍ଡିଆର ଏହି ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ,୨୭।୨: ICC T20 ବିଶ୍ୱକପ ୨୦୨୬ର ସୁପର ୮ ମ୍ୟାଚରେ ଭାରତ ଜିମ୍ବାୱେକୁ ୭୨ ରନରେ ପରାସ୍ତ କରି ସେମିଫାଇନାଲରେ ପହଞ୍ଚିବାର ଆଶାକୁ ପୁନର୍ଜୀବିତ କରିଛି। ଏହି…

ଜିମ୍ବାୱେ ବିପକ୍ଷରେ ଟିମ୍‌ ଇଣ୍ଡିଆର ବିଶ୍ୱ ରେକର୍ଡ, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ,୨୭।୨: ଜିମ୍ବାୱେ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଏକ ଚମତ୍କାର ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଟିମ୍‌ ଇଣ୍ଡିଆ ICC T20 ବିଶ୍ୱକପ 2026ର ଦ୍ୱିତୀୟ ସୁପର-୮ମ୍ୟାଚରେ…

ପିତାଙ୍କ ଅସମୟରେ ଦେହାନ୍ତ, ଘୁଞ୍ଚିଯିବକି ରିଙ୍କୁ-ପ୍ରିୟାଙ୍କ ବିବାହ? ଜାଣନ୍ତୁ କେବେ ହାତକୁ ଦି ହାତ ହୋଇଥାଆନ୍ତେ କ୍ରିକେଟର

ନୂଆଦିଲ୍ଲୀ,୨୭।୨: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ଏବଂ ତାଙ୍କ ଭାବି ପତ୍ନୀ ପ୍ରିୟା ସରୋଜଙ୍କ ପରିବାର ବର୍ତ୍ତମାନ ଏକ ଦୁଃଖଦ ଘଟଣା ପାଇଁ ଦୁଃଖରେ ଅଛନ୍ତି। ୨୭…

ଭାରତ-ୱେଷ୍ଟଇଣ୍ଡିଜ ମ୍ୟାଚ ଯଦି ବର୍ଷା ଯୋଗୁ ହୁଏ ବାତିଲ: ସେମିଫାଇନାଲକୁ ଯିବ କିଏ, ଜାଣନ୍ତୁ ସମ୍ପୂର୍ଣ୍ଣ ନିୟମ

ନୂଆଦିଲ୍ଲୀ,୨୭।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ମ୍ୟାଚ ଏବେ କର ବା ମର ପ୍ରତିଯୋଗିତାରେ ପରିଣତ ହୋଇଛି। ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri