ଓପନଏଆଇର ବିକଳ୍ପ ହେବ ଏକ୍ସଏଆଇ: ଏଲନ ମସ୍କ

ସାନ ଫ୍ରାନ୍‌ସିସ୍କୋ,୧୫।୭: ଏଲନ ମସ୍କଙ୍କ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ କମ୍ପାନୀ ଏକ୍ସଏଆଇ ନିଜ ଏଆଇ ମଡେଲକୁ ବିକଶିତ କରିବା ପାଇଁ ଏଆଇ ସଫ୍ଟୱେୟାରରେ ଟେସଲା ସହ କାମ କରିବା ନେଇ ସୂଚନାଦେଇଛନ୍ତି। ଏଥିପାଇଁ ସେ ଟ୍ବିଟରରେ ସାର୍ବଜନୀନ ଟ୍ବିଟ୍‌ ବ୍ୟବହାର କରିବେ। ମସ୍କ ଟ୍ବିଟରର ସ୍ପେସ ଅଡିଓ ଚାଟ ମାଧ୍ୟମରେ ଏସମ୍ପର୍କିତ ସୂଚନା ଦେଇ କହିଛନ୍ତି ଯେ, ସେମାନଙ୍କ କମ୍ପାନୀ ମଧ୍ୟରେ ପାରସ୍ପରିକ ସମ୍ପର୍କ ଲାଭଦାୟକ ହେବ। ଏବଂ ସ୍ବୟଂ ଚାଳନା କ୍ଷମତା ଉପରେ ଟେସଲାର କାର୍ଯ୍ୟକୁ ତ୍ୱରାନିତ କରିପାରିବ। ସେ ଆହୁରି କହିଛନ୍ତି, ଏକ୍ସଏଆଇ ବ୍ରହ୍ମାଣ୍ଡର ପ୍ରତିଟି ଜିନିଷକୁ ଅତି ସହଜରେ ଉପସ୍ଥାପନ କରିବ। ଏହା ଓପନଏଆଇର ବିକଳ୍ପ ଭାବେ ପରିଗଣିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଟ୍ରେନ୍‌ରେ ନିଆଁ ଲାଗିଯିବା ଗୁଜବ ପରେ ଚଳନ୍ତା ଗାଡ଼ିରୁ ଡେଇଁଲେ ଯାତ୍ରୀ! ଏହି ସମୟରେ ପିଟିଦେଲା ଅନ୍ୟ ଏକ ଟ୍ରେନ, ୪ମୃତ

ଭୋପାଳ,୧୪।୬: ମଧ୍ୟପ୍ରଦେଶର ମୋରେନାରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଉଦୟପୁର ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲାଗିବାର ଗୁଜବ ଶୁଣି ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିଥିଲେ…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri