ଘଣ୍ଟାଏ ପରେ ସ୍ବାଭାବିକ ହେଲା ‘ଏକ୍ସ’

ଓ୍ବାଶିଂଟନ୍‌,୨୧।୧୨: ମାଇକ୍ରୋ ବ୍ଲଗିଂ ଏକ୍ସ ଘଣ୍ଟାଏ ପରେ ପୁଣି ସ୍ବାଭାବିକ ହୋଇଛି। ଗୁରୁବାର ପୂର୍ବାହ୍ଣ ୧୧ଟାରୁ ଏକ୍ସର ସର୍ଭର ଡାଉନ ଥିଲା। ଯାହାଯୋଗୁ କୌଣସି ଟ୍ବିଟ୍‌ କରିହେଉ ନ ଥିଲା କି ଟ୍ବିଟ୍‌ ଦେଖିହେଉ ନ ଥିଲା। ଘଣ୍ଟାକ ପାଇଁ ୟୁଜର୍ସମାନେ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। କେବଳ ଦେଶରେ ନୁହେଁ ସାରା ବିଶ୍ୱରେ ଏକ୍ସ ଠପ୍‌ ପଡିଯାଇଥିଲା।

ସୂଚନା ମୁତାବକ, ଏନେଇ ୭୦ହଜାରରୁ ଅଧିକ ୟୁଜର୍ସ ଅଭିଯୋଗ କରିଛନ୍ତି । ଏକ୍ସ ଆପରେ ୬୫ ପ୍ରତିଶତ ସମସ୍ୟା ନେଇ ଅଭିଯୋଗ ଆସିଥିବା ବେଳେ ୨୯ ପ୍ରତିଶତ ଅଭିଯୋଗ ଓ୍ବେବସାଇଟରୁ ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

ଦୂର ହେବ ଚିନ୍ତା! LPG-Petrol ନେଇ ଭାରତ ଆସୁଛି ଆଉ ୩ ଜାହାଜ, ପାର କଲା Strait of Hormuz

ନୂଆଦିଲ୍ଲୀ,୨୪।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମଧ୍ୟରେ ସଂଘର୍ଷ ଏବଂ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ଯୋଗୁ ଦେଖାଦେଇଥିବା ରୋଷେଇ ଗ୍ୟାସର ଅଭାବ ପାଇଁ ଏବେ ଆଶ୍ୱସ୍ତି ଆଶା…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

ଯୁଦ୍ଧରେ ରୁଷିଆର ଏଣ୍ଟ୍ରିକୁ ନେଇ ଏମିତି କହିଲା ୟୁକ୍ରେନ, ସଭିଏଁ ଚକିତ!

କ୍ୱିଭ,୨।୪୩: ପଶ୍ଚିମ ଏସିଆରେ କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ଏକ ପ୍ରମୁଖ ଦାବି କରିଛନ୍ତି। ମଙ୍ଗଳବାର, ଜେଲେନ୍ସକି କହିଛନ୍ତି…

ମିଛ କହୁଥିଲେ ଟ୍ରମ୍ପ! ଇରାନର ଦୁଇ ଏନର୍ଜି ପ୍ଲାଣ୍ଟ ଉପରେ ଏୟାରଷ୍ଟ୍ରାଇକ…..

ନୂଆଦିଲ୍ଲୀ,୨୪।୩:ଗୋଟିଏ ପଟେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଂଘର୍ଷର ଅନ୍ତ ହେବାର ସଙ୍କେତ ଦେଉଛନ୍ତି । ଅନ୍ୟପଟେ, ଇରାନ ଆକ୍ରମଣ ସମ୍ପର୍କରେ ଏକ ବଡ଼ ଦାବି କରିଛି…

‘ହଁ ଆମେ ଯୁଦ୍ଧ ଶେଷ କରିବୁ…’, ଆମେରିକାକୁ ଇରାନର ସିଧା ଜବାବ, ସାମ୍ନାରେ ରଖିଲା ୨ ବଡ଼ ସର୍ତ୍ତ

ତେହରାନ୍‌,୨୪।୩: ଆମେରିକା ଏବେ ଇରାନ ସହିତ ସଂଘର୍ଷ ସମାପ୍ତ କରିବାକୁ ପ୍ରସ୍ତୁତ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନ ଆଉ ଯୁଦ୍ଧ କରିବାକୁ…

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri