ପୂର୍ବତନ ବିଧାୟକଙ୍କ ପରଲୋକ

ବାଲିଗୁଡ଼ା,୨୩ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାର ପୂର୍ବତନ ଭାଜପା ବିଧାୟକ ସୁରେନ୍ଦ୍ର କହଁରଙ୍କ ଶନିବାର ପରଲୋକ ହୋଇଯାଇଛି। ଦେହାନ୍ତ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା । ସେ ଶିକ୍ଷକରୁ ଅବସର ଗ୍ରହଣ କରିବା ପରେ ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ବାଲିଗୁଡ଼ା ବିଧାୟକ ଭାବେ କାର୍ଯ୍ୟ କରିଥିଲେ। ସେ ଦୀର୍ଘଦିନ ଧରି ଶଯ୍ୟାଶାୟୀ ହୋଇପଡ଼ିଥିଲେ। ତେବେ ଚିକିତ୍ସିତ ଅବସ୍ଥାରେ ଆଜି ତାଙ୍କର ପରଲୋକ ହୋଇଛି। ତାଙ୍କ ବିୟୋଗରେ ସମଗ୍ର ଜିଲା ଭାଜପା, ବିଜେଡି ଓ କଂଗ୍ରେସର ବହୁ ନେତୃ ସ୍ଥାନୀୟ ବ୍ୟକ୍ତିଙ୍କ ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ତାଙ୍କ ମୃତ୍ୟୁଶଯ୍ୟା ନିକଟରେ ପୁଅ, ଝିଅ, ଜ୍ୱାଇଁ, ନାତି, ନାତୁଣୀ ପ୍ରମୁଖ ଉପସ୍ଥିତ ଥିଲେ। ସ୍ବର୍ଗତ କହଁରଙ୍କ ମରଶରୀରକୁ ଏକ ବିରାଟ ଶୋଭାଯାତ୍ରାରେ ନିଆଯାଇ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?