ଅଧିକ ଟଙ୍କା ରୋଜଗାର କରିବାକୁ ଚାହୁଁଛନ୍ତି ତେବେ ଏକ୍ସରେ କରନ୍ତୁ ଏପରି…କହିଲେ ଏଲନ ମସ୍କ

ଓ୍ବାଶିଂଟନ୍‌,୨୨।୮: ସାମ୍ବାଦିକଙ୍କୁ ଏକ ଭଲ ଅଫର ଦେଇଛନ୍ତି ଏକ୍ସ(ପୂର୍ବ ଟ୍ବିଟର) ସିଇଓ ଏଲନ ମସ୍କ। ଏକ୍ସରେ ସିଧାସଳଖ ଭାବେ ସେମାନଙ୍କ ଲେଖା କିମ୍ବା ଆର୍ଟିକିଲ ପ୍ରକାଶ କରିବାକୁ ସେ ସାମ୍ବାଦିକମାନଙ୍କୁ କହିଛନ୍ତି। ମସ୍କ ଟ୍ବିଟକ କରି କହିଛନ୍ତି, ସାମ୍ବାଦିକମାନେ ଯଦି ଚାହିଁବେ ଏକ୍ସରେ ସିଧାସଳଖ ନିଜ ଲେଖା ପ୍ରକାଶ କରନ୍ତୁ। ଏଥିପାଇଁ ଆପଣଙ୍କୁ ଅଧିକ ଅର୍ଥ ଦିଆଯିବା ସହ ଲେଖିବା ପାଇଁ ଅଧିକ ସ୍ବାଧୀନତା ମଧ୍ୟ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ

ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ…

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବାରୁ ରାଗିଗଲେ ମୋଦି, କହିଲେ ବିରୋଧୀଙ୍କୁ ଭୋଗିବାକୁ ପଡ଼ିବ…

ନୂଆଦିଲ୍ଲୀ,୧୮ା୪: ସଂସଦରେ ମହିଳା ସଂରକ୍ଷଣ ବିଲ୍‌ ପାସ ନ ହେବାରୁ ଶାସକ ଦଳ ରାଗି ପାଚି ଲାଲ୍‌। ଶନିବାର ମୋଦି କ୍ୟାବିନେଟ୍‌ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା।…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

କେନ୍ଦ୍ରୀୟ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଉପହାର: DA ବୃଦ୍ଧିକୁ ମଞ୍ଜୁରୀ ଦେଲେ ସରକାର, ଏଣିକି ଏତେ ବଢିବ ଦରମା

ନୂଆଦିଲ୍ଲୀ,୧୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଆଶ୍ୱସ୍ତି ମିଳିଛି। ସରକାର ମହଙ୍ଗା…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri