ସିଙ୍ଗାପୁରରେ କରୋନାର ଏକ୍ସବିବି ଭାରିଆଣ୍ଟ୍‌ ଚିହ୍ନଟ…

ସିଙ୍ଗାପୁର ସିଟି,୧୨।୧୦ : ଚାଇନା ପରେ, ଓମିକ୍ରନର ନୂଆ ଭାରିଆଣ୍ଟ ଏକ୍ସବିବି ଯୋଗୁ ସିଙ୍ଗାପୁରରେ ଆତଙ୍କ ସୃଷ୍ଟି ହୋଇଛି। ସିଙ୍ଗାପୁର ସରକାର ଏହା ଉପରେ ତୀକ୍ଷ୍‌ଣ ନଜର ରଖିଛନ୍ତି ବୋଲି କହିଛନ୍ତି। କରୋନାର ଏହି ନୂତନ ସବ୍‌-ଭାରିଆଣ୍ଟକୁ ଅଧିକ ସାଂଘାତିକ ବୋଲି କୁହାଯାଇଥିଲେ ବି ଏପର୍ଯ୍ୟନ୍ତ ଏହାର କୌଣସି ପ୍ରମାଣ ମିଳିନାହିଁ।

ସିଙ୍ଗାପୁରର ସ୍ବାସ୍ଥ୍ୟମନ୍ତ୍ରୀ ଆଙ୍ଗ ୟେ କୁଙ୍ଗଙ୍କ ଅନୁଯାୟୀ, ଏକ୍ସବିବି ଅନ୍ୟ ସମସ୍ତ ଭାରିଆଣ୍ଟ ଅପେକ୍ଷା ଅଧିକ ସକ୍ରିୟ ଥିବା ଜଣାପଡିଛି। ଏହା ବିଶ୍ୱର ଅନେକ ସ୍ଥାନରେ ଦେଖିବାକୁ ମିଳିଛି। କିନ୍ତୁ ଗତ ତିନି ସପ୍ତାହ ମଧ୍ୟରେ ସିଙ୍ଗାପୁରରେ ଏହା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବର୍ତ୍ତମାନ ଏହା ଦୈନିକ କୋଭିଡ ମାମଲାର ଅଧାରୁ ଅଧିକ ଆକ୍ରାନ୍ତଙ୍କଠାରେ ଦେଖିବାକୁ ମିଳୁଛି।

ସିଙ୍ଗାପୁରରେ ଇତିମଧ୍ୟରେ ୧୧,୭୩୨ ଜଣ ଏହି ନୂତନ ଭାରିଆଣ୍ଟ ଦ୍ୱାରା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସିଙ୍ଗାପୁରର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଙ୍ଗଳବାର କହିଛି ଯେ ସୋସିଆଲ ମିଡିଆରେ ନୂଆ ଭାରିଆଣ୍ଟ ଅଧିକ ସଂକ୍ରାମକ, ଗୁରୁତର ସଂକ୍ରମଣ ହେଉଥିବା ଏବଂ ଅଧିକ ମୃତ୍ୟୁ ବିଷୟରେ ଗୁଜବ ପ୍ରଚାର କରୁଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରାଯାଇଛି। ହ୍ବାଟସ ଆପ ମାଧ୍ୟମରେ ପ୍ରଚାରିତ ହେଉଥିବା ଗୁଜବ ବିରୋଧରେ ଅନଲାଇନ ମିଛ ଏବଂ ଠକେଇ ଆଇନ (ପୋଫମା) ଅନୁସାରେ ପଦକ୍ଷେପ ଗ୍ରହଣ କରାଯାଉଛି। ସିଙ୍ଗାପୁରରେ ମାମଲା ବୃଦ୍ଧି ଏବଂ ମୃତ୍ୟୁ ସଂଖ୍ୟା ବଢ଼ିବା ଭଳି ଗୁଜବ ପ୍ରଚାର କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଏହି ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...

ଦିଲ୍ଲୀ ବାୟୁ ପ୍ରଦୂଷଣ ସଙ୍କଟ: ଚାଇନା ଦେଲା ସଫଳତାର ‘ମନ୍ତ୍ର’, ବେଜିଂ ମଡେଲ୍‌ରୁ ଶିଖିବ କି ଭାରତ?

ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀରେ ପ୍ରତିବର୍ଷ ଶୀତଦିନେ ବାୟୁ ପ୍ରଦୂଷଣ ଏକ ସାଧାରଣ ସମସ୍ୟା ପାଲଟିଛି। ବିଷାକ୍ତ ବାୟୁ, ଘନ କୁହୁଡ଼ି ଏବଂ ଶ୍ୱାସକ୍ରିୟା ଜନିତ ରୋଗରେ ଦିଲ୍ଲୀବାସୀ...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ...

ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri