ଜେଲେନ୍‌ସ୍କିଙ୍କୁ ଫୋନ୍‌ କଲେ ଜିନ୍‌ପିଙ୍ଗ୍‌

ବେଜିଂ,୨୭ା୪: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ବୁଧବାର ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କୁ ଫୋନ୍‌ କରି କଥା ହୋଇଛନ୍ତି। ଆଣବିକ ଯୁଦ୍ଧରେ କେହି ବିଜେତା ହୁଅନ୍ତି ନାହିଁ ବୋଲି ଜିନ୍‌ପିଙ୍ଗ୍‌ ତାଙ୍କୁ ଚେତାଇଦେଇଥିବା ଚାଇନାର ଏକ ସରକାରୀ ଗଣମାଧ୍ୟମ ସୂତ୍ରରୁ ପ୍ରକାଶ। ରୁଷିଆର ୟୁକ୍ରେନ୍‌ ଆକ୍ରମଣ ପରିପ୍ରେକ୍ଷୀରେ ଶାନ୍ତି ପାଇଁ ମଧ୍ୟସ୍ଥତା କରିବାକୁ ବେଜିଂ ଆଗ୍ରହ ପ୍ରକାଶ କରିଥିବାରୁ ଦୁଇନେତାଙ୍କ ଆଲୋଚନା ଉପରେ ବିଶ୍ୱର ନଜର ରହିଥିଲା। ସୂଚନାନୁସାରେ ଜିନ୍‌ପିଙ୍ଗ୍‌ ସରକାର ୟୁକ୍ରେନ୍‌କୁ ରାଜନୈତିକ ସମାଧାନ ପାଇଁ ଜଣେ ସ୍ବତନ୍ତ୍ର ପ୍ରତିନିଧିଙ୍କୁ ପଠାଇବ। ପ୍ରକାଶ ଯେ, ୨୦୨୦ ଫେବୃୟାରୀରେ ମସ୍କୋର ୟୁକ୍ରେନ୍‌ ଆକ୍ରମଣକୁ ଚାଇନା ସମାଲୋଚନା କରିବା ପରିବର୍ତ୍ତେ ନିରପେକ୍ଷ ରହିବାକୁ ଉଚିତ ମଣିଥିଲା। ନିକଟରେ ଜିନ୍‌ପିଙ୍ଗ୍‌ ମସ୍କୋ ଗସ୍ତକରି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ ଆଲୋଚନା କରିଥିଲେ। ଗତ ଫେବୃୟାରୀରେ ଚାଇନା ଅସ୍ତ୍ରବିରତି ଓ ଶାନ୍ତି ଆଲୋଚନା ପାଇଁ ପ୍ରସ୍ତାବ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri