କିଛି ପୋଷାକ ଉପରେ ପ୍ରତିବନ୍ଧକ ଲଗାଇପାରେ ଚାଇନା

ବେଜିଂ,୧୮।୯: ଚାଇନା ଏକ ଅଜବ ନିୟମ ଆଣିବାକୁ ଯାଉଛି। ବାସ୍ତବରେ ଦେଶର ଭାବନାକୁ ଆଘାତ ପହଞ୍ଚାଉଥିବା ପୋଷାକ ଖୁବ୍‌ଶୀଘ୍ର ଚାଇନାରେ ବେଆଇନ ଘୋଷିତ ହୋଇପାରେ। ଏହା ଅଧୀନରେ, ଆଘାତ ପହଞ୍ଚାଉଥିବା ଲୋକଙ୍କୁ ଜେଲ କିମ୍ବା ଜରିମାନା କରାଯିବ।

ରିପୋର୍ଟ ଅନୁଯାୟୀ, ଦେଶର ବିଧାନସଭାର ସ୍ଥାୟୀ କମିଟି ନିକଟରେ ଆଇନରେ ସଂଶୋଧନ ପାଇଁ ଏକ ଡ୍ରାଫ୍ଟ ପ୍ରକାଶ କରିଛନ୍ତି, ଯାହା ପରେ ଏହା ଅନୁମାନ କରାଯାଉଛି। ପ୍ରସ୍ତାବିତ ଆଇନରେ ଦର୍ଶାଯାଇଛି, ପୋଷାକ କିମ୍ବା ବକ୍ତବ୍ୟ ସମେତ ଅନେକ ପ୍ରକାରର ଆଚରଣ ଉପରେ ପ୍ରତିବନ୍ଧକ ଲଗାଯିବ। ଯାହା ଚାଇନାର ଲୋକଙ୍କ ଭାବନା ପାଇଁ କ୍ଷତିକାରକ ଏବଂ ସେମାନଙ୍କ ଭାବନାକୁ ଆଘାତ ପହଞ୍ଚାଇଥାଏ। ତେବେ ନୂତନ ନିୟମ ପ୍ରଣୟନ ହେବା ପରେ କେଉଁ ପ୍ରକାରର ପୋଷାକ ଉପରେ ପ୍ରତିବନ୍ଧକ ଲଗାଯିବ ତାହା ସାଂସଦମାନେ ସ୍ପଷ୍ଟ କରି ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରୁ ଉଠୁନି ଧାନ, ରାସ୍ତା ଅବରୋଧ କଲେ ଚାଷୀ

ଭବାନୀପାଟଣା,୧୫ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନକିଣା ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଜିଲାର ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଜୁନାଗଡ଼…

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

ଶାନ୍ତି ଚୁକ୍ତିରେ ଏହି ୧୪ ସର୍ତ୍ତ ରଖିଛି ଇରାନ

ତେହରାନ,୧୫ା୬: ଆମେରିକା ସହ ପ୍ରସ୍ତାବିତ ୧୪ ସୂତ୍ରୀ ସର୍ତ୍ତ ଜାରି କରିଛି ଇରାନ। ଅନ୍ତର୍ଜାତୀୟ ମିଡିଆ ରିପୋର୍ଟ ଅନୁସାରେ, ଏହି ଦାବିଗୁଡ଼ିକ ହେଲା ୩୦ ଦିନ ଭିତରେ…

୫୫ ମିନିଟ୍‌ ଧରି ଫୋନ୍‌ରେ କଥା ହେଲେ ଟ୍ରମ୍ପ-ପୁଟିନ୍‌: ବନ୍ଦ ହୋଇଯିବ କି…

ଓ୍ବାଶିଂଟନ୍‌,୧୫।୬:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ଆଲୋଚନା ହୋଇଥିଲା। ପ୍ରାୟ ୫୫ ମିନିଟ ଧରି ଚାଲିଥିବା…

ଆମେରିକା-ଇରାନର ଶାନ୍ତି ଚୁକ୍ତିକୁ ବିଶ୍ୱର ସ୍ବାଗତ

ଓ୍ବାଶିଂଟନ,୧୫ା୬: ଇରାନ-ଆମେରିକା ଶାନ୍ତି ଚୁକ୍ତି ପାଇଁ ରାଜି ହୋଇଥିବାରୁ ସାରା ବିଶ୍ୱ ଏହାକୁ ସ୍ବାଗତ କରିଛି। କତାର, ତୁର୍କି, ବ୍ରିଟେନ, ଜର୍ମାନୀ ଓ ଫ୍ରାନ୍ସ ଆଦି ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri