କ୍ୱାରାଣ୍ଟାଇନ୍‌ରେ ଥିଲେ ଜିନ୍‌ପିଙ୍ଗ୍‌

ବେଜିଂ,୨୮।୯:  ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କୁ ନେଇ ଉଠିଥିବା ଗୁଜବ ଓ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଉଜ୍‌ବେକିସ୍ତାନର ସମରକନ୍ଦ ଏସ୍‌ସିଓ ସମ୍ମିଳନୀରୁ ଗତ ୧୬ ତାରିଖରେ ଫେରିବା ପରଠୁ ତାଙ୍କୁ ଦେଖିବାକୁ ମିଳି ନ ଥିଲା। ଏହାକୁ ନେଇ କେତେକ ଗଣମାଧ୍ୟମ ବିଶେଷକରି ସୋସିଆଲ ମିଡିଆରେ ନାନା କଥା ପ୍ରସାରିତ ହୋଇଥିଲା। କେହି କେହି ଜିନ୍‌ପିଙ୍ଗ୍‌ଙ୍କୁ ଗୃହବନ୍ଦୀ କରାଯାଇଥିବା ଏବଂ ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ଲି କୁଇଆମ୍‌ଇଙ୍ଗ୍‌ ପରବର୍ତ୍ତୀ ରାଷ୍ଟ୍ରପତି ହେବେ ବୋଲି କହୁଥିଲେ। ଶାସକ ଦଳ କିମ୍ବା ସରକାରଙ୍କ ପକ୍ଷରୁ ଏହା ଉପରେ କୌଣସି ସ୍ପଷ୍ଟୀକରଣ ଦିଆଯାଇ ନ ଥିବାରୁ ଗୁଜବକୁ ବଳ ମିଳିଥିଲା। ତେବେ ମଙ୍ଗଳବାର ଜିନ୍‌ପିଙ୍ଗ୍‌ କମ୍ୟୁନିଷ୍ଟ ପାର୍ଟିର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେସବୁକୁ ଭୁଲ ପ୍ରମାଣିତ କରିଛନ୍ତି। ଚାଇନାର ଜିରୋ କୋଭିଡ୍‌ ପଲିସି ଅନୁଯାୟୀ ବିଦେଶରୁ ଫେରିବା ପରେ ସଂକ୍ରମଣ ଏଡ଼ାଇବା ପାଇଁ ଜିନ୍‌ପିଙ୍ଗ୍‌ କ୍ୱାରାଣ୍ଟାଇନରେ ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନବଜାତକକୁ ସ୍ବାଗତକଲେ ଏଲନ୍‌ ମସ୍କ, ଗର୍ଲଫ୍ରେଣ୍ଡ ଗ୍ରୀମ୍‌ସ

ନୂଆଦିଲ୍ଲୀ,୬।୫: ଟେସ୍‌ଲା ମୁଖ୍ୟ ଏଲନ୍‌ ମସ୍କ ଏବଂ ଗର୍ଲଫ୍ରେଣ୍ଡ ଗ୍ରୀମ୍‌ସ ସେମାନଙ୍କ ପ୍ରଥମ ସନ୍ତାନକୁ ସ୍ବାଗତ କରିଛନ୍ତି। ୩୨ ବର୍ଷୀୟ ଗ୍ରୀମ୍‌ସଙ୍କ ପ୍ରକୃତ ନାମ କ୍ଲେୟାର...

ସେଲ୍ଫ ଆଇସୋଲେଶନରେ ରହି ସମସ୍ତଙ୍କୁ ଘରେ ରହିବାକୁ କହିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୯।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍‌ କରୋନା ଭାଇରସରେ ସଂକ୍ରମିତ ହୋଇ ଏବେ ସେଲ୍ଫ ଆଇସୋଲେଶନରେ ରହିଛନ୍ତି। ଏହି ସମୟରେ ବ୍ରିଟେନର ପ୍ରାୟ ୩୦ ମିଲିୟନ...

ଓସାମାଙ୍କ ପୁଅ ହମ୍‌ଜା ନିହତ

ଓ୍ବାଶିଂଟନ,୧୫।୯: ଅଲ୍‌-କାଏଦାର ପ୍ରତିଷ୍ଠାତା ଓସାମା ବିନ ଲାଡେନଙ୍କ ପୁଅ ହମ୍‌ଜା ନିହତ ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶନିବାର ସ୍ପଷ୍ଟ କରିଛନ୍ତି। ପାକ୍‌-ଆଫଗାନିସ୍ତାନ ସୀମାରେ...

ଚାଇନା ହମ୍ବତୋଟା ବନ୍ଦରକୁ ପଠାଇଲା ସ୍ପାଏ ଜାହାଜ: ଆପତ୍ତି କଲା ଭାରତ

କଲମ୍ବୋ/ବେଜିଂ,୫।୮: ଏଲ୍‌ଏସିକୁ ନେଇ ଭାରତ-ଚାଇନା ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ପୁଣି ଦେଖାଦେଇଛି। ବର୍ତ୍ତମାନ ଚାଇନାର ଆଉ ଏକ କାର୍ଯ୍ୟ ଦୁଇ ଦେଶ ମଧ୍ୟରେ ଥିବା...

ଫେରିଘାଟରେ ବୁଡ଼ିଲା ଡଙ୍ଗା: ୨୩ ମୃତ, ଅନେକ ନିଖୋଜ

ଢାକା,୨୫ା୯: ରବିବାର ବାଂଲାଦେଶର ଏକ ନଦୀରେ ଡଙ୍ଗା ବୁଡ଼ିଯାଇଛି। ଏହି ଦୁର୍ଘଟଣାରେ ଅତି କମ୍‌ରେ ୨୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୨ରୁ ଅଧିକ ଲୋକ ନିଖୋଜ...

ନାଟୋ ଯୋଗୁ ଆରମ୍ଭ ହୋଇଛି ୟୁକ୍ରେନ୍‌ ଯୁଦ୍ଧ, କହିଲେ ଖାମନେଇ…

ତେହେରାନ/ମସ୍କୋ,୨୧।୭ : ରୁଷିଆ-ୟୁକ୍ରେନ ଯୁଦ୍ଧକୁ ୫ ମାସ ବିତିଗଲାଣି। ରୁଷିଆ ସୈନ୍ୟ ୟୁକ୍ରେନ୍‌ ଦଖଲ ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଅପରପକ୍ଷରେ ଇରାନ ଗସ୍ତରେ ଆସିଥିବା...

ଆଗାମୀ ୩ ମାସ ମଧ୍ୟରେ ପାକିସ୍ତାନରେ ହୋଇପାରେ ନିର୍ବାଚନ !

ଇସଲାମାବାଦ୍‌,୨୫।୧୧: ଆଗାମୀ ୩ ମାସ ମଧ୍ୟରେ ପାକିସ୍ତାନରେ ପୁଣିଥରେ ନିର୍ବାଚନ ହୋଇପାରେ। ଏନେଇ ଜାମିୟତ୍‌ ଉଲେମା ଇ-ଇସଲାମ୍‌-ଫଜଲ୍‌ ମୁଖ୍ୟ ମୌଲାନା ଫଜଲୁର୍‌ ରହେମାନ ସୋମବାର ସୂଚନା...

ଖରା ହେଲେ କମିବ କରୋନା ଭାଇରସ ପ୍ରକୋପ!

ଓ୍ବାଶିଂଟନ,୧୪।୩: କରୋନା ଭାଇରସ ଏବେ ବିଶ୍ୱର ପ୍ରାୟ ୪୫ ଦେଶରେ ବ୍ୟାପିଥିବା ବେଳେ ଏବେ ଏହା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଯାଇଛି। ସୋସିଆଲ ମିଡିଆରେ...

Advertisement
Archives

Model This Week